The Ultimate Managed Hosting Platform
ADVERTISEMENT

ଆଜି ପୁରୀ ଯିବେ ମୁଖ୍ୟମନ୍ତ୍ରୀ , ଶ୍ରୀଜଗନ୍ନାଥ ବଲ୍ଲଭ ପ୍ରମୋଦ ଉଦ୍ୟାନ ପ୍ରଦର୍ଶନୀ ବୁଲି ଦେଖିବେ

Facebook
Twitter
LinkedIn

ଭୁବନେଶ୍ୱର : ଆଜି ପୁରୀ ଯିବେ ମୁଖ୍ୟମନ୍ତ୍ରୀ । ଅପରାହ୍ନ ୪ଟା ୫୦ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହେଲିକପ୍ଟର ଯୋଗେ ଯାଇ ଶ୍ରୀସେତୁ ନିକଟ ହେଲିପ୍ୟାଡରେ ଅବତରଣ କରିବେ । ଏହି ଅବସରରେ ସେ ମହାପ୍ରଭୁଙ୍କୁ ଦର୍ଶନ କରିବେ । ଏହା ସହ ଶ୍ରୀଜଗନ୍ନାଥବଲ୍ଲଭ ପ୍ରମୋଦ ଉଦ୍ୟାନ ପ୍ରଦର୍ଶନୀ ବୁଲି ଦେଖିବେ ।ସେପଟେ ପୁରୀରେ ଆରମ୍ଭ ହୋଇଛି ନୂଆ କଟକଣା । ଭକ୍ତଙ୍କୁ ଭଲ ବ୍ୟବହାର ସହ ଉଚ୍ଚାରଣ ଓ ଆଚରଣ ଠିକ୍ ରଖିବା ପାଇଁ ସବୁ ନିଯୋଗ ଓ କର୍ମଚାରୀଙ୍କୁ ନିର୍ଦ୍ଦେଶ ଦେଇଛି ଶ୍ରୀମନ୍ଦିର ପ୍ରଶାସନ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login