The Ultimate Managed Hosting Platform
ADVERTISEMENT

୧୨ ଜିଲ୍ଲାକୁ ଘନ କୁହୁଡି ଆଲର୍ଟ

Facebook
Twitter
LinkedIn

ଭୁବନେଶ୍ୱର : ଘନ କୁହୁଡି ନେଇ ୧୨ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଦକ୍ଷିଣ ଓ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି।ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ଆଗାମୀ ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ବରଗଡ଼, ବଲାଙ୍ଗୀର, ସୋନପୁର, ବୌଦ୍ଧ, ଢେଙ୍କାନାଳ, ଅନୁଗୁଳ, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାରେ ଘନକୁହୁଡ଼ି ଦେଖାଯିବ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login