The Ultimate Managed Hosting Platform
ADVERTISEMENT

ଆଜି ବିଶ୍ୱ ପ୍ରସିଦ୍ଧ ବରଗଡ ଧନୁଯାତ୍ରାର ପଡିବ ଯବନିକା

Facebook
Twitter
LinkedIn

ବରଗଡ : ଆଜି ବିଶ୍ୱ ପ୍ରସିଦ୍ଧ ବରଗଡ ଧନୁଯାତ୍ରାର ପଡିବ ଯବନିକା । ଦଶମ ଦିନରେ ମଥୁରା ପହଁଚିଛନ୍ତ ବନ ବିହାରୀ । ପ୍ରଭୁଙ୍କ ଦର୍ଶନ ପାଇଁ ଭକ୍ତଙ୍କ ଭିତରେ ଉତ୍ସାହ । ବରଗଡ଼ରେ ଦୀର୍ଘ ୧୧ ଦିନ ଚାଲିଆସୁଥିବା ଧନୁଯାତ୍ରାରେ ଆଜି ଅଭିନୀତ ହେବ କଂସ ବଦ୍ଧର ଦୃଶ୍ୟ ।ଏଥି ସହ କୃଷ୍ଣ ବଳରାମଙ୍କ ମଥୁରା ଭ୍ରମଣ, କୁବଳୟା ବଧ, ଅଷ୍ଟମଲ୍ଲ ବଧ, ଶିବଧନୁ ଭଗ୍ନ, କଂସ ବଦ୍ଧ ଏବଂ ପରିଶେଷରେ ଉଗ୍ରସେନଙ୍କ ରାଜ୍ୟଭିଷେକ ଦୃଶ୍ୟ ଅଭିନୀତ ହେବ ।
ଗତକାଲି କଂସଙ୍କ ଠାରୁ ମୁକ୍ତି ପାଇଁ କୃଷ୍ଣଙ୍କ ନିକଟରେ ଆକୁଳ ବିନତି କରିଥିଲେ ମଥୁରାବାସୀ ।ଏଥିସହ କୁବଜା ଉଦ୍ଧାର, କଂସଙ୍କ ଦିଗବିଜୟ ଭ୍ରମଣ ଅଭୀନିତ ହୋଇଥିଲା । ଗତକାଲି ଧନୁଯାତ୍ରା ଦେଖିବାକୁ ବରଗଡରେ ପ୍ରବଳ ଜନସମାଗମ ହୋଇଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login