The Ultimate Managed Hosting Platform
ADVERTISEMENT

ଦିଲ୍ଲୀ ପୋଲିସ ଟ୍ରେନିଂ ସ୍କୁଲରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲା ୨୦୦ କାର

Facebook
Twitter
LinkedIn

ନୂଆଦିଲ୍ଲୀ : ଦିଲ୍ଲୀ ୱଜିରାବାଦ ପୋଲିସ ଟ୍ରେନିଂ ସ୍କୁଲରେ ଭୟଙ୍କର ଅଗ୍ନିକାଣ୍ଡ । ନିଆଁ ଲାଗି ଜଳିଗଲା ୨୦୦ କାର ସହ ୨୫୦ରୁ ଅଧିକ ବାଇକ । ଘଟଣାସ୍ଥଳରେ ପହଁଚି ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ । ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଥିବା ବେଳେ କେହି ମୃତାହତ ହୋଇନାହାନ୍ତି । ଦୀର୍ଘ ଘଣ୍ଟା ଧରି ଅକ୍ଲାନ୍ତ ପରିଶ୍ରମ ପରେ ନିଆଁକୁ ଆୟତ୍ତ କରାଯାଇଥିଲା । ତେବେ ଘଟଣାରେ କେହି ମୃତାହତ ହୋଇ ନାହାନ୍ତି । ତେବେ ପୋଲିସ ଷ୍ଟେସନରେ ପରିସରରେ ଏଭଳି ନିଆଁ କେମିତି ଲାଗିଲା , ତାହାର ତଦନ୍ତ କରାଯାଉଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login