ନୂଆଦିଲ୍ଲୀ : ଆମେରିକା ସେନା ଉପରେ ଡ୍ରୋନ୍ ଆକ୍ରମଣ । ଏହି ଆକ୍ରମଣରେ ୩ଜଣଙ୍କର ମୃତ୍ୟୁ ହୋଇଛି । ୨୫ ଜଣ ଆହତ ହୋଇଥିବା ସୂଚନା। । ସିରିଆ-ଜୋର୍ଡାନ ସୀମାରେ ଆମେରିକାର ଯବାନଙ୍କ ଉପରେ ହୋଇଛି ଆକ୍ରମଣ । ଦୀର୍ଘ ଦିନ ପରେ ମଧ୍ୟ ପ୍ରାଚ୍ୟ ଦେଶରେ ଆମେରିକୀୟ ସେନା ମାନଙ୍କୁ ଟାର୍ଗେଟ କରାଯାଇଛି। ସେପଟେ ଏହି ଆକ୍ରମଣ ପାଇଁ ଆମେରିକା ଇରାନକୁ ଦାୟୀ କରିଛି। ଇରାନ୍ ସମର୍ଥିତ ଆତଙ୍କବାଦୀ ଗୋଷ୍ଠୀ ଆକ୍ରମଣ କରିଥିବା ଆମେରିକା କହିଛି।
Views: 84











