The Ultimate Managed Hosting Platform
ADVERTISEMENT

ଆଜିଠାରୁ କମିବ ଶୀତ; ୩ ରୁ ୫ ଡିଗ୍ରୀ ବଢ଼ିବ ରାତ୍ରି ତାପମାତ୍ରା

Facebook
Twitter
LinkedIn

ଭୁବନେଶ୍ୱର: ଆଜିଠାରୁ କମିବ ଶୀତ । ବଙ୍ଗୋପ ସାଗରରୁ ପ୍ରବାହିତ ଉଷ୍ମ ଜଳୀୟ ବାସ୍ପ ପ୍ରଭାବରେ ବଢ଼ିବ ତାପମାତ୍ରା । ଆସନ୍ତା ୩ ତାରିଖରୁ ଆଭ୍ୟନ୍ତରୀଣ ଓଡ଼ିଶାରେ ପଶ୍ଚିମା ଝଡ଼ର ପ୍ରଭାବ ରହିଛି । ଏଥି ସହ ୨ ରୁ ୫ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷାର ପରିମାଣ ଓ ବିସ୍ତୃତିରେ ବୃଦ୍ଧି ଅଶଙ୍କା ରହିଛି । ଏଥି ସହ ଆସନ୍ତା କାଲି ଠାରୁ ରାତ୍ରି ତାପମାତ୍ରା ୩ ରୁ ୫ ଡିଗ୍ରୀ ବଢ଼ିବାର ମଧ୍ୟ ସମ୍ଭାବନା ରହିଛି ବୋଲି ରାଜ୍ୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ରହିଛି ।

ତେବେ ଅଜି ମଧ୍ୟ ରାଜ୍ୟର ଅଧିକାଂଶ ଜିଲ୍ଲା ପାଇଁ ୟେଲୋ ୱାଣ୍ଣ୍‌ିଂ ଜାରି କରାଯାଇଛି । ସେଥି ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, କରଗଡ଼, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର ଓ ସୋନପୁର ଆଦି ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ସମ୍ବଲପୁର- ଭୁବନେଶ୍ୱର ଦିନିକିଆ ବସ ଚଳାଚଳ ବନ୍ଦ କଲା ଘରୋଇ ବସ ମାଲିକ ସଂଘ

୭ ଦଫା ଦାବି ନେଇ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ ଆନେ୍ଦାଳନ, ଯାତ୍ରୀ ହନ୍ତସନ୍ତ

ଭୁବନେଶ୍ୱର : ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ ଆନେ୍ଦାଳନ । ୭ ଦଫା ଦାବି ନେଇ ଡ୍ରାଇଭର ମହାସଂଘର ଆନେ୍ଦାଳନ । ମୁଖ୍ୟତଃ ପୋଲିସକୁ ଗାଡି ଚେକିଂ...

Login