The Ultimate Managed Hosting Platform
ADVERTISEMENT

ଶପଥ ନେଲେ ଚମ୍ପାଇ ସୋରେନ

Facebook
Twitter
LinkedIn

ରାଞ୍ଚି : ଝାଡଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ହେଲେ ଚମ୍ପାଇ ସୋରେନ । ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ରାଜ୍ୟପାଳ । ରାଞ୍ଚି ସ୍ଥିତ ରାଜଭବନରେ ରାଜ୍ୟପାଳ ସି.ପି ରାଧାକୃଷ୍ଣନ ଚମ୍ପଇ ସୋରନଙ୍କୁ ଶପଥ ପଠ କରାଇଥିଲେ। ଶପଥ ନେବାର ୧୦ ଦିନ ଭିତରେ ସେ ସଂଖ୍ୟାଗରିଷ୍ଠତାର ପ୍ରମାଣ ଦେବେ ।
ହେମନ୍ତ ସୋରେନଙ୍କ ଇସ୍ତଫା ପରେ ଝାରଖଣ୍ଡର ମୁଖ୍ୟମନ୍ତ୍ରୀ ପଦ ଖାଲି ପଡିଥିଲା। ଜେଏମଏମ ପକ୍ଷରୁ ଚମ୍ପଇଙ୍କୁ ବିଧାୟକ ଦଳର ନେତା ନିର୍ବାଚିତ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ସେ ରାଜ୍ୟପାଳଙ୍କୁ ଭେଟି ଦାବି ଜଣାଇଥିଲେ। ଚମ୍ପଇ ସୋରେନ ହେମନ୍ତ ସୋରେନଙ୍କ ଘନିଷ୍ଠ ହୋଇଥିବା ବେଳେ କ୍ୟାବିନେଟ ମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login