ଜଗତସିଂହପୁର : ପିତେଇପୁର ଗ୍ରାମପଞ୍ଚାୟତରେ ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର କାର୍ଯ୍ୟକ୍ରମ କନକଦୁର୍ଗା ସ୍କୁଲ ପଡିଆରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜଗତସିଂହପୁର ବ୍ଲକ୍ ଉପାଧ୍ୟକ୍ଷ ରତିରଞ୍ଜନ ବେହେରା ଯୋଗ ଦେଇଥିବା ବେଳ ସମ୍ମାନିତ ଅତିଥି ଭାବେ ଉକ୍ତ ପଞ୍ଚାୟତ ର ସରପଞ୍ଚ ତୋଫା ଅର ବେଗମ ,ସମିତି ସଭ୍ୟ ହିମାଂଶୁ ଭୂଷଣ ପରିଡା, ପଞ୍ଚାୟତ ର ପିଓ ସନ୍ତୋଷ କୁମାର ଜେନା, ନାୟବ ସରପଞ୍ଚ ମନୋରଞ୍ଜନ ଭୋଇ ପ୍ରମୁଖ ଯୋଗ ଦେଇଥିଲେ । ପ୍ରଥମେ ମାନ୍ୟଗଣ ଅତିଥି ମାନଙ୍କ ଦ୍ୱାର ମହାପ୍ରଭୁ ଜଗନ୍ନାଥ ଙ୍କ ନିକଟରେ ପ୍ରଦୀପ ପ୍ରଜ୍ବଳନ କରାଯାଇ କାର୍ୟ୍ୟକ୍ରମ ଆରମ୍ଭ କରାଯାଇ ଥିଲା କ୍ଷ ଏହି କାର୍ୟ୍ୟକ୍ରମରେ ଅତିଥିମାନେ ରାଜ୍ୟ ସରକାରଙ୍କର ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନା ସମ୍ପର୍କରେ ଉପସ୍ଥିତ ଲୋକମାନଙ୍କୁ ସୂଚନା ଦେବା ସହ ରାଜ୍ୟ ସରକାର ସବୁବେଳେ ଲୋକଙ୍କ ସ୍ୱାର୍ଥକୁ ନଜର ରଖି ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ପ୍ରସ୍ତୁତ କରୁଛନ୍ତି ବୋଲି କହିଥିଲେ। ଅନ୍ୟପଟେ ସରକାର ଙ୍କପଞ୍ଚାୟତ ରେ ବିଭିନ୍ନ କାର୍ୟ୍ୟକାରୀ ହେଉଥିବା ପ୍ରକଳ୍ପ ସମ୍ବନ୍ଧରେ ଉପସ୍ଥିତ ଜନସାଧାରଣ ମାନଙ୍କୁ ଅତିଥି ମାନେ ଅବଗତ କରାଇଥିଲେ ।
ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର ଅନୁଷ୍ଠିତ

Facebook
Twitter
LinkedIn
Facebook
Twitter
LinkedIn
Recent News
ମହାପ୍ରସାଦରେ ବ୍ୟବହାର ହେବ ଜୈବିକ ଚାଉଳ
ପୁରୀ : ମହାପ୍ରସାଦରେ ରାସାୟନିକ ଯୁକ୍ତ ଚାଉଳ ବ୍ୟବହାର କୁ ନା' । ଚଳିତ ବର୍ଷ ପ୍ରଥମକରି ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କୁ କୋଠ ଭୋଗରେ ଲାଗି ହେବ...
ଏୟାର ଇଣ୍ଡିଆ ବିମାନରେ ପୁଣି ଯାନ୍ତ୍ରିକ ତ୍ରୁଟି, ରନୱେରୁ ଫେରିଗଲା ବିମାନ
ନୂଆଦିଲ୍ଲୀ : ଇନ୍ଦୋରରୁ ଭୁବନେଶ୍ବର ଆସୁଥିବା ଇଣ୍ଡିଗୋ ବିମାନରେ ଯାନ୍ତ୍ରିକ ତ୍ରୁଟି । ରନୱେରୁ ଫେରିଲା ବିମାନ । ବିମାନରେ ଥିଲେ ୧୪୦ ଯାତ୍ରୀ । ବିମାନରେ...
“ଅନୁପମା” ସିରିୟଲ ସୁଟିଂ ସେଟରେ ଭୟଙ୍କର ନିଆଁ
ମୁମ୍ବାଇ : ମୁମ୍ବାଇର ସୁଟିଂ ସେଟରେ ଭୟଙ୍କର ଅଗ୍ନିକାଣ୍ଡ । ଗୋରେଗାଓଁ ଫିଲ୍ମ ସିଟି ସୁଟିଂରେ ସେଟରେ ଅଗ୍ନିକାଣ୍ଡ । ଟିଭି ରିୟଲିଟି ଶୋ ଅନୁପମାର ସୁଟିଂ...
ସପାର ୩ ବିଧାୟକ ବିଦା
ନୂଆଦିଲ୍ଲୀ : ସମାଜବାଦୀ ପାର୍ଟିର ୩ ବିଧାୟକ ଦଳରୁ ବହିଷ୍କୃତ । ୩ ବିଧାୟକଙ୍କୁ ବିଦା କଲା ସମାଜବାଦୀ ପାର୍ଟି । ଅଭୟ ସିଂହ, ରାଜେଶ ସିଂହ...