The Ultimate Managed Hosting Platform
ADVERTISEMENT

ଇସ୍ତଫା ଦେଲେ ପଞ୍ଜାବ ରାଜ୍ୟପାଳ

Facebook
Twitter
LinkedIn

ନୂଆଦିଲ୍ଲୀ : ପଞ୍ଜାବର ରାଜ୍ୟପାଳ ବନୱାରୀ ଲାଲ ପୁରୋହିତ ଆଜି ନିଜ ପଦରୁ ଇସ୍ତଫା ଦେଇଛନ୍ତି । ସେ ତାଙ୍କର ଇସ୍ତଫାପତ୍ର ରାଷ୍ଟ୍ରପତି ଦୌପଦୀ ମୁର୍ମୁଙ୍କ ନିକଟକୁ ପଠାଇ ଦେଇଛନ୍ତି । ଏହାସହ ଇସ୍ତଫା ଦେବା ପଛରେ ବ୍ୟକ୍ତିଗତ କାରଣ ଥିବା କଥା ସେ କହିଛନ୍ତି । ସେ ଲେଖିଥିବା ଏକ ପତ୍ରରେ ଉଲ୍ଲେଖ ରହିଛି କି, ବ୍ୟକ୍ତିଗତ କାରଣ ଓ ଅନ୍ୟ କିଛି ପ୍ରତିବଦ୍ଧତା ପାଇଁ ସେ ଇସ୍ତଫା ଦେଇଛନ୍ତି । କେବଳ ପଞ୍ଜାବ ରାଜ୍ୟପାଳ ପଦ ନୁହେଁ ଏହାସହ ସେ ଚଣ୍ଡିଗଡ ପ୍ରଶାସକ ପଦରୁ ମଧ୍ୟ ଇସ୍ତଫା ଦେଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବିମାନରେ ମଦ ପିଇ କ୍ରୁ ମେମ୍ବରଙ୍କୁ ଗାଳି କଲେ ୨ ଯାତ୍ରୀ

ଏୟାର ଇଣ୍ଡିଆ ବିମାନରେ ପୁଣି ଯାନ୍ତ୍ରିକ ତ୍ରୁଟି, ରନୱେରୁ ଫେରିଗଲା ବିମାନ

ନୂଆଦିଲ୍ଲୀ : ଇନ୍ଦୋରରୁ ଭୁବନେଶ୍ବର ଆସୁଥିବା ଇଣ୍ଡିଗୋ ବିମାନରେ ଯାନ୍ତ୍ରିକ ତ୍ରୁଟି । ରନୱେରୁ ଫେରିଲା ବିମାନ । ବିମାନରେ ଥିଲେ ୧୪୦ ଯାତ୍ରୀ । ବିମାନରେ...

ADVERTISEMENT
ସପାର ୩ ବିଧାୟକ ବିଦା

ସପାର ୩ ବିଧାୟକ ବିଦା

ନୂଆଦିଲ୍ଲୀ : ସମାଜବାଦୀ ପାର୍ଟିର ୩ ବିଧାୟକ ଦଳରୁ ବହିଷ୍କୃତ । ୩ ବିଧାୟକଙ୍କୁ ବିଦା କଲା ସମାଜବାଦୀ ପାର୍ଟି । ଅଭୟ ସିଂହ, ରାଜେଶ ସିଂହ...

Login