The Ultimate Managed Hosting Platform
ADVERTISEMENT

ପୋଲିସ ଷ୍ଟେସନ ଉପରେ ଆତଙ୍କବାଦୀ ଆକ୍ରମଣ, ୧୦ ସହୀଦ

Facebook
Twitter
LinkedIn

ଇସଲାମବାଦ : ପୋଲିସ ଷ୍ଟେସନ ଉପରେ ଆତଙ୍କବାଦୀ ଆକ୍ରମଣ । ଉତ୍ତର-ପଶ୍ଚିମ ପାକିସ୍ତାନର ଖୈବର-ପଖ୍ତୁନଖୱା ପ୍ରଦେଶର ପାକିସ୍ତାନର ଦ୍ରାବାନ ଅଞ୍ଚଳରେ ପୁଲିସ ଥାନାରେ ଆତଙ୍କବାଦୀଙ୍କ ଆକ୍ରମଣରେ ୧୦ ଜଣ ପୁଲିସ କର୍ମଚାରୀ ସହିଦ ହୋଇଥିବା ବେଳେ ୬ ଜଣ ଗୁରୁତର ଆହତ ହୋଇଛନ୍ତି। ପୁଲିସ ଅଧିକାରୀଙ୍କ କହିବା ମୁତାବକ, ସ୍ଥାନୀୟ ସମୟ ରାତି ପ୍ରାୟ ୩ଟା ବେଳେ ଆତଙ୍କବାଦୀମାନେ ସ୍ନାଇପର୍ ଗୁଳିରେ ପୋଲିସ ଷ୍ଟେସନ ଉପରେ ଆକ୍ରମଣ କରିଥିଲେ ଏବଂ ପରେ ପୋଲିସ ଷ୍ଟେସନ ଭିତରକୁ ପଶିଥିଲେ। ଦ୍ରାବନର ଡେପୁଟି ସୁପରିଣ୍ଟେଣ୍ଡେଣ୍ଟ୍ ମଲିକ ଅନିସ୍ ଉଲ୍ ହାସନଙ୍କ ସୂଚନା ମୁତାବକ, ପୋଲିସ ଷ୍ଟେସନ ଭିତରକୁ ପ୍ରବେଶ କରିବା ପରେ ଆତଙ୍କବାଦୀମାନେ ହ୍ୟାଣ୍ଡ ଗ୍ରେନେଡରେ ବିସ୍ଫୋରଣ କରିଥିଲେ । ତେବେ ଏହି ଆକ୍ରମଣ ପଛରେ କାହାର ହାତ ରହିଛି ଏବଂ ଏହା ନିର୍ବାଚନ ସହ ଜଡିତ କି ନାହିଁ ତାହା ଏଯାଏଁ ସ୍ପଷ୍ଟ ହୋଇନାହିଁ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବିମାନରେ ମଦ ପିଇ କ୍ରୁ ମେମ୍ବରଙ୍କୁ ଗାଳି କଲେ ୨ ଯାତ୍ରୀ

ଏୟାର ଇଣ୍ଡିଆ ବିମାନରେ ପୁଣି ଯାନ୍ତ୍ରିକ ତ୍ରୁଟି, ରନୱେରୁ ଫେରିଗଲା ବିମାନ

ନୂଆଦିଲ୍ଲୀ : ଇନ୍ଦୋରରୁ ଭୁବନେଶ୍ବର ଆସୁଥିବା ଇଣ୍ଡିଗୋ ବିମାନରେ ଯାନ୍ତ୍ରିକ ତ୍ରୁଟି । ରନୱେରୁ ଫେରିଲା ବିମାନ । ବିମାନରେ ଥିଲେ ୧୪୦ ଯାତ୍ରୀ । ବିମାନରେ...

ADVERTISEMENT
ସପାର ୩ ବିଧାୟକ ବିଦା

ସପାର ୩ ବିଧାୟକ ବିଦା

ନୂଆଦିଲ୍ଲୀ : ସମାଜବାଦୀ ପାର୍ଟିର ୩ ବିଧାୟକ ଦଳରୁ ବହିଷ୍କୃତ । ୩ ବିଧାୟକଙ୍କୁ ବିଦା କଲା ସମାଜବାଦୀ ପାର୍ଟି । ଅଭୟ ସିଂହ, ରାଜେଶ ସିଂହ...

Login