ଭୁବନେଶ୍ୱର : ବିଧାନସଭାରେ ବିରୋଧୀଙ୍କ ହୋହଲ୍ଲା । ବାଚସ୍ପତିଙ୍କ ମାଇକ ଭାଙ୍ଗିଲେ ବିରୋଧୀ । ପୋଡିୟମ ଚଢି ମାଇକ ଭାଙ୍ଗିଲେ ବିଜେପି ବିଧାୟକ ନାଉରୀ ନାଏକ । ପ୍ରବଳ ହଟ୍ଟଗୋଳ । ଗୃହକୁ ଘଣ୍ଟାଏ ପାଇଁ ମୁତଲବି କଲେ ବାଚସ୍ପତି । ଅର୍ପଣ ରଥରେ ଉଷୁନା ଚାଉଳ ପ୍ରସଙ୍ଗକୁ ନେଇ ବିଜେପି ବିଧାୟକ ଗୃହରେ ହଟ୍ଟଗୋଳ କରିଥିଲେ । ସେପଟେ ପରୀ ମାମଲାରେ ବିଜେପିର କ୍ଷମା ପ୍ରାର୍ଥନା ଦାବିରେ ବିଜେଡି ବିଧାୟକମାନେ ମଧ୍ୟ ହଟ୍ଟଗୋଳ କରିଥିଲେ । ଏସବୁ ଭିତରେ ବାଚସ୍ପତି ପ୍ରମିଳା ମଲ୍ଲିକା ଗୃହକୁ ୧ ଘଣ୍ଟା ପାଇଁ ମୁଲତବୀ ଘୋଷଣା କରିଛନ୍ତି ।
Views: 68