ଝାରସୁଗୁଡା : ଝାରସୁଗୁଡାରେ ରାହୁଲ ଗାନ୍ଧିଙ୍କ ଭାରତ ଯୋଡ ନ୍ୟାୟ ଯାତ୍ରା । ବେଲପାହାଡରେ କେନ୍ଦ୍ର ଓ ରାଜ୍ୟକୁ ଟାର୍ଗେଟ କଲେ ରାହୁଲ । ପ୍ରଧାନମନ୍ତ୍ରୀ ମୋଦି ଓବିସି ବର୍ଗର ହୋଇ ନ ତିବା କହିଲେ ରାହୁଲ । ମୋଦି ଜେନେରାଲ କାଷ୍ଟରେ ଜନ୍ମ ଗ୍ରହଣ କରିଥିଲେ । ପରେ ଗୁଜୁରାଟ ସରକାର ତାଙ୍କୁ ଓବିସି ଅନ୍ତର୍ଭୁକ୍ତ କରିଥିଲା । ଓଡିଶାରେ କେନ୍ଦ୍ର ଓ ରାଜ୍ୟ ସରକାର ଚାଷୀଙ୍କୁ ଲୁଟୁଛନ୍ତି । ଓଡିଶାରେ ଯୁବପିଢିଙ୍କୁ ନିଯୁକ୍ତି ମିଳୁନାହିଁ । ପେଟ୍ରୋଲ ଓ ଖାଦ୍ୟ ସାମଗ୍ରୀ ଦର ବଢୁଛି , ଫରକ ପଡୁନି ।
ଓଡ଼ିଶାରେ ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ ନ୍ୟାୟ ଯାତ୍ରାର ଆଜି ତୃତୀୟ ଦିନ । ବେଲପାହାଡ଼ରେ ଜନସଭାକୁ ସମ୍ବୋଧନ କରିଛନ୍ତି ରାହୁଲ । ଝାରସୁଗୁଡ଼ା ପୁରୁଣା ବସ୍ଷ୍ଟାଣ୍ଡରୁ ଯାତ୍ରା ଆରମ୍ଭ କରିଥିଲେ ରାହୁଲ ଗାନ୍ଧୀ । ପ୍ରାୟ ଦୁଇ କିଲୋମିଟର ଯାତ୍ରା ପରେ ଜନସାଧାରଣଙ୍କୁ ସମ୍ବୋଧିତ କରିଛନ୍ତି ରାହୁଲ ଗାନ୍ଧୀ । ଏହାପରେ ୪୯ ନମ୍ବର ଜାତୀୟ ରାଜପଥ ଦେଇ ଲିଖନପୁର ବ୍ଲକ ଗୋବିନ୍ଦପୁରରେ ପହଞ୍ଚି ସେଠାରେ ବିଶ୍ରାମ ନେବେ । ଏହା ପରେ ରାହୁଲ ଗାନ୍ଧୀ ଦିଲ୍ଲୀ ଫେରିଯିବେ ।
କେନ୍ଦ୍ର ଓ ରାଜ୍ୟକୁ ରାହୁଲଙ୍କ ଟାର୍ଗେଟ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











