ଭୁବନେଶ୍ୱର : ବିଧାନସଭା ଶୂନ୍ୟକାଳରେ ଉଠିଲା ସାମ୍ବାଦିକଙ୍କ ଦାବି ପ୍ରସଙ୍ଗ । ପ୍ରସଙ୍ଗ ଉଠାଇଲେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର । ଲୋକସଭା ଭବନକୁ ସାମ୍ବାଦିକଙ୍କୁ ଫ୍ରି ଏଣ୍ଟ୍ରି ମିଳୁ କହିଲେ ନରସିଂହ । ଅନ୍ୟ ରାଜ୍ୟ ଭଳି ଓଡିଶାରେ ବି ସାମ୍ବାଦିକଙ୍କୁ ପେନସନ ଦିଆଯାଉ । ସାମ୍ବାଦିକଙ୍କୁ ଲୋକସେବା ଭବନକୁ ପ୍ରବେଶ ପାଇଁ ପାସ୍ ବ୍ୟବସ୍ଥା କରନ୍ତୁ ସରକାର । ଦୀର୍ଘଦିନ ହେବ ସାମ୍ବାଦିକଙ୍କୁ ଲୋକସେବା ଭବନକୁ ପ୍ରବେଶ ଅନୁମତି ମିଳୁନାହିଁ । ତେଣୁ ସରକାର ସାମ୍ବାଦିକଙ୍କ ପାଇଁ ଫ୍ରି ଏଣ୍ଟ୍ରି ବ୍ୟବସ୍ଥା କରନ୍ତୁ । ସେହିଭଳି ଅନ୍ୟ ରାଜ୍ୟରେ ପେନସନ ବ୍ୟବସ୍ଥା ଥିବା ବେଳେ ଓଡ଼ିଶାରେ ବି ସାମ୍ବାଦିକଙ୍କୁ ପେନସନ ଦିଆଯାଉ ବୋଲି ଦାବି କରିଛନ୍ତି ନରସିଂହ ।
ସେହିପରି ପଶ୍ଚିମାଞ୍ଚଳ ପ୍ରାଥମିକ ଶିକ୍ଷକ ଫୋରମ୍ ୬ ବର୍ଷ ଧରି ୩ ଦଫା ଦାବିରେ ଆନ୍ଦୋଳନ କରୁଛି । ସରକାର ପ୍ରତିହିଂସା ପରାୟଣ ହୋଇ ଦୁଇ ଶିକ୍ଷକଙ୍କୁ ନିଲମ୍ବିତ କରିଛନ୍ତି, ଏହା ଦୁର୍ଭାଗ୍ୟ ଜନକ ବୋଲି କହିଛନ୍ତି ନରସିଂହ । ଏହାବାଦ୍ ବଲାଙ୍ଗୀର ଜମି ହଡ଼ପ ଘଟଣାରେ ସରକାର କୌଣସି ପଦକ୍ଷେପ ନେଉନାହାଁନ୍ତି ।
ଗୃହରେ ସାମ୍ବାଦିକ ପ୍ରସଙ୍ଗରେ ଦାବି କଲେ ନରସିଂହ
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







