ଭୁବନେଶ୍ୱର : ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ପ୍ରେମାନନ୍ଦ ନାୟକ । ତେଲକୋଇ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରେମାନନ୍ଦ ନାୟକ । ଦଳରେ ଅଣଦେଖା ଅଭିଯୋଗ କରି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା । ଅକ୍ଟୋବରରେ ମୁଖ୍ୟମନ୍ତ୍ରୀଙ୍କୁ ଇସ୍ତଫାପତ୍ର ଦେଇତଇବା କହିଲେ ପ୍ରେମାନନ୍ଦ । ଅକ୍ଟୋବରରୁ ଇସ୍ତଫା ଦେଇଥିଲେ ବି କେହି ଆଲୋଚନା କରି ନାହାନ୍ତି । ୨୦୦୯ରେ ପ୍ରଥମ ଥର ତେଲକୋଇରୁ ବିଧାୟକ ହୋଇଥିଲେ । ୨୦୧୯ରେ ପୁଣି ଥରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ଦ୍ୱିତୀୟ ଥର ବିଧାୟକ ହେବା ପରେ ମନ୍ତ୍ରୀପଦ ମିଳିଥିଲା । ୨୦୨୨ରେ ମନ୍ତ୍ରିମଣ୍ଡଳ ଅଦଳବଦଳରେ ମନ୍ତ୍ରୀ ପଦରୁ ବାଦ ପଡିଥିଲେ ।
ସାଧାରଣ ନିର୍ବାଚନକୁ ଆଉ ମାସ କେଇଟା ବାକି ଥିବା ବେଳେ ପ୍ରେମାନନ୍ଦଙ୍କ ଇସ୍ତଫାକୁ ନେଇ ଆରମ୍ଭ ହୋଇଛି ଚର୍ଚ୍ଚା । ପ୍ରେମାନନ୍ଦ ଅନ୍ୟ କୌଣସି ଦଳରେ ସାମିଲ ହେବେ କି? ଯଦି ସାମିଲ ହେବେ ତେବେ କେଉଁ ଦଳରେ ବୋଲି ସାଧାରଣରେ ପ୍ରଶ୍ନ ଉଙ୍କି ମାରିଛି । ବିଜେଡିରୁ ଇସ୍ତଫା ଦେଇଥିଲେ ମଧ୍ୟ ନିଜର ଆଗାମୀ ରାଜନୈତିକ ଭବିଷ୍ୟତ ବାବଦରେ କୌଣସି ସୂଚନା ଦେଇନାହାନ୍ତି ପ୍ରେମାନନ୍ଦ । ଗତ ୧୨ ଅକ୍ଟୋବର ୨୦୨୩ରୁ ସେ ବିଜେଡିରୁ ଇସ୍ତଫା ଦେଇଛନ୍ତି ।
ବିଜେଡିରୁ ପ୍ରେମାନନ୍ଦଙ୍କ ଇସ୍ତଫା
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











