The Ultimate Managed Hosting Platform
ADVERTISEMENT

୬ ମାସ ପୁଅର ତଣ୍ଟି କାଟିଲା ମାଆ

Facebook
Twitter
LinkedIn

ବଲାଙ୍ଗିର :ନୃଶଂସ ମାର ନାରକୀୟ କାଣ୍ଡ । ୬ ମାସ ଶିଶୁପୁତ୍ରର ତଣ୍ଟି କାଟିଲା ମାଆ ।ଖଲିଆପାଲି ଗାଁରେ ଶିଶୁପୁତ୍ରର ତଣ୍ଟି କାଟିଲା ମାଆ ।ଭୀମଭୋଇ ମେଡିକାଲରେ ଶିଶୁକୁ ମୃତ ଘୋଷଣା କଲେ ଡାକ୍ତର । କାହିଁକି ଶିଶୁର ତଣ୍ଟି କାଟିଲା କାରଣ ଅସ୍ପଷ୍ଟ । ନୃଂଶସ ମା’ ଫେରାର ଥିବା ବେଳେ ପୋଲିସ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ପାକିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ ; ୧୩ ପାକ ଯବାନଙ୍କର ଚାଲିଗଲା ଜୀବନ

ପାକିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ ; ୧୩ ପାକ ଯବାନଙ୍କର ଚାଲିଗଲା ଜୀବନ

ନୂଆଦିଲ୍ଲୀ : ପାକିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ । ୧୩ ଯବାନଙ୍କର ଚାଲିଗଲା ଜୀବନ । ଖାଇବର ପଖଟୁଙ୍ଖବ୍ୱା ଉତ୍ତର ବ୍ୱାଜିରିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ । ଆଉ ୧୦...

ADVERTISEMENT
ଆଉ ଫିଙ୍ଗନ୍ତୁ ନାହିଁ ବାସିଭାତ , ଖାଇବା ଦ୍ୱାରା ମିଳେ ଏହି ସବୁ ଫାଇଦା

ଆଉ ଫିଙ୍ଗନ୍ତୁ ନାହିଁ ବାସିଭାତ , ଖାଇବା ଦ୍ୱାରା ମିଳେ ଏହି ସବୁ ଫାଇଦା

ବ୍ୟୁରୋ : ପ୍ରତ୍ୟେକ ଭାରତୀୟଙ୍କ ଘରେ ସାଧାରଣତଃ ବାସିଭାତ ଖିଆଯାଇଥାଏ । ହେଲେ ଏହାକୁ ଖାଇବାର ଲାଭ ଏବଂ କ୍ଷତି ଉଭୟ ହୋଇପାରେ। ଏହା ଭାତକୁ କିପରି...

Login