The Ultimate Managed Hosting Platform
ADVERTISEMENT

ଆଜି ମହାପ୍ରଭୁଙ୍କ ରମଣୀୟ ପଦ୍ମବେଶ

Facebook
Twitter
LinkedIn

ପୁରୀ: ଆଜି ମହାପ୍ରଭୁଙ୍କ ରମଣୀୟ ପଦ୍ମବେଶ । ମାଘ ମାସ ଅମାବାସ୍ୟାଠାରୁ ଶ୍ରୀପଞ୍ଚମୀ ମଧ୍ୟରେ ବୁଧବାର କିମ୍ବା ଶନିବାର ପଡ଼ିଲେ ସେହିଦିନ ମହାପ୍ରଭୁଙ୍କ ଅତୀବ ରମଣୀୟ ପଦ୍ମ ବେଶ ହୋଇଥାଏ। ତେଣୁ ଶନିବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଦ୍ମବେଶ ଅନୁଷ୍ଠିତ ହେବ। ବଡ଼ସିଂହାର ବେଶରେ ଠାକରମାନଙ୍କୁ ଏହି ବେଶ କରାଯିବ। ଏହି ବେଶ ପରେ ଖିରି ଓ ଅମାଲୁ ଭୋଗ କରାଯିବ। ପଦ୍ମବେଶ ଥାଇ ଠାକୁର ପହୁଡ଼ ହେବେ। ଗୁରୁବାର ମଙ୍ଗଳ ଆଳତି ପର୍ୟ୍ୟନ୍ତ ମହାପ୍ରଭୁଙ୍କର ଏହି ବେଶ ରହିବ। ମଙ୍ଗଳା ଆଳତିରେ ଭକ୍ତମାନେ ଦୁର୍ଲ୍ଲଭ ପଦ୍ମବେଶରେ ଠାକୁରଙ୍କୁ ଦର୍ଶନ କରିପାରିବେ। ଏହାପରେ ଅବକାଶ ହୋଇ ବେଶ ଓଲାଗି କରାଯିବ।
ଭୁଙ୍କ ରମଣୀୟ ପଦ୍ମବେଶ

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login