The Ultimate Managed Hosting Platform
ADVERTISEMENT

ଆସନ୍ତା ୨୦ରୁ ମାଟ୍ରିକ ପରୀକ୍ଷା

Facebook
Twitter
LinkedIn

ଭୁବନେଶ୍ୱର : ଆସନ୍ତା ୨୦ ତାରିଖରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା । ମାଧ୍ୟମିକ ଶିକ୍ଷା ବୋର୍ଡ (ବିଏସ୍ଇ) ପକ୍ଷରୁ ଏ ନେଇ ସୂଚନା ଦିଆଯାଇଛି । ଏଥିପାଇଁ ମାଟ୍ରିକ୍, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟର ସମସ୍ତ ତଥ୍ୟ ବୋର୍ଡର ୱେବସାଇଟ୍ www.bseodisha.ac.inରେ ଅପ୍ଲୋଡ୍ କରାଯାଇଛି । ଏହି ୱେ୍ସାଇଟରେ କେଉଁ ସ୍କୁଲକୁ ପରୀକ୍ଷା କେନ୍ଦ୍ର, ଉତ୍ତରଖାତା ମୂଲ୍ୟାୟନ କେନ୍ଦ୍ର ଓ ନୋଡାଲ ସେଣ୍ଟର କରାଯାଇଛି । ପରୀକ୍ଷା କେନ୍ଦ୍ରରେ କେଉଁ କେଉଁ ସ୍କୁଲର ସେଣ୍ଟର ପଡ଼ିଛି, ସେଠାରେ କେତେ ଛାତ୍ରଛାତ୍ରୀ ପରୀକ୍ଷା ଦେବେ । କେନ୍ଦ୍ର ପାଇଁ କେଉଁ ବିଷୟରେ କେତେ ପ୍ରଶ୍ନପତ୍ର ଆବଶ୍ୟକ ରହିଛି, କେନ୍ଦ୍ରରେ କେତେଜେଣ ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ପରୀକ୍ଷା ଦେବେ ତାର ତଥ୍ୟ ରହିଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login