The Ultimate Managed Hosting Platform
ADVERTISEMENT

ମଧୁବାବୁ ପେନସନ ଯୋଜନାରେ ଏବେ ମିଳିବ ୧୦୦୦ ଟଙ୍କା

Facebook
Twitter
LinkedIn

ଭୁବନେଶ୍ୱର : ମାଷ୍ଟରଷ୍ଟ୍ରୋକ ଖେଳିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କିଛିଦିନ ଧରି ମଧୁବାବୁ ପେନସନ ଯୋଜନାରେ ହିତାଧିକାରୀଙ୍କୁ ଅଧିକ ସହାୟତା ଦେବାକୁ ବିରୋଧୀ ଦଳ ଦାବି କରୁଥିଲେ । ଏହା ସହ ଏହା ଉପରେ ବିଚାର କରିବାକୁ ଓଡିଶା ହାଇକୋର୍ଟ ମଧ୍ୟ ସରକାରଙ୍କୁ ପରାମର୍ଶ ଦେଇଥିଲେ । ଏସବୁ ଭିତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବଡ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ କରିଥିବା ଘୋଷଣା ମୁତାବକ ଏବେ ମଧୁବାବୁ ପେନସନ ଯୋଜନାର ସହାୟତା ରାଶି ୫୦୦ ଟଙ୍କା ବୃଦ୍ଧି କରାଯାଇଛି । ଅର୍ଥାତ ମଧୁବାବୁ ପେନସନ୍ ଯୋଜନାରେ ଏବେ ହିତାଧିକାରୀ ସର୍ବନିମ୍ନ ୧ ହଜାର ଟଙ୍କା ମାସିକ ପାଇବେ । ଏହାସହ ଫେବୃଆରୀ ୨୦-୨୫ ତାରିଖ ମଧ୍ୟରେ ହିତାଧିକାରୀମାନେ ବର୍ଦ୍ଧିତ ପେନସନ ପାଇବେ । ଏନେଇ ରାଜ୍ୟ ସରକାର ୩୬୮୩ କୋଟି ଟଙ୍କା ଖର୍ଚ୍ଚ କରିବେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବିଧାନସଭାରେ ଅପପୁଷ୍ଟି ପ୍ରସଙ୍ଗ

୪୬ IAS , ୬୭ IPS ପଦବୀ ଖାଲି

ଭୁବନେଶ୍ୱର : ରାଜ୍ୟରେ ଆଇପିଏସ, ଆଇଏଏସ, ଆଇଏଫଏସ ପଦବୀ ଖାଲି ନେଇ ମୁଖ୍ୟମନ୍ତ୍ରୀଙ୍କ ସୂଚନା । ବିଧାନସଭାରେ ଲିଖିତ ଉତ୍ତର ରଖିଲେ ମୋହନ ମାଝୀ । ୪୬...

ADVERTISEMENT
ବାଂଲାଦେଶୀ ଚିହ୍ନଟ ପାଇଁ ସ୍ୱତନ୍ତ୍ର କମିଟି

ବାଂଲାଦେଶୀ ଚିହ୍ନଟ ପାଇଁ ସ୍ୱତନ୍ତ୍ର କମିଟି

ଭୁବନେଶ୍ୱର : ବାଂଲାଦେଶୀଙ୍କୁ ଚିହ୍ନଟ , ଅଟକ ଓ ତଡିପାର ପାଇଁ ସ୍ୱତନ୍ତ୍ର କାର୍ଯ୍ୟନିର୍ବାହୀ କମିଟି । ବିଧାନସଭାରେ ଲିଖିତ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ...

Login