The Ultimate Managed Hosting Platform
ADVERTISEMENT

ନାମାଙ୍କନ ଭରିବେ ୨ ବିଜେଡି ପ୍ରାର୍ଥୀ

Facebook
Twitter
LinkedIn

ଭୁବନେଶ୍ୱର : ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଭରିବେ ୨ ବିଜେଡି ପ୍ରାର୍ଥୀ । ଆଜି ନାମାଙ୍କନ ଭରିବେ ୨ ବିଜେଡି ପ୍ରାର୍ଥୀ । ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆ ନାମାଙ୍କନ ଭରିବେ । ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପରେ ବିଧାନସଭାରେ ନାମାଙ୍କନ ଭରିବେ । ଗତକାଲି ୨ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଥିଲା ବିଜେଡି । ରାଜ୍ୟରେ ଖାଲି ପଡ଼ିଛି ୩ଟି ରାଜ୍ୟସଭା ଆସନ। ସଂଖ୍ୟା ଦୃଷ୍ଟିରୁ ୩ଟି ଆସନ ହାତେଇବ ବିଜେଡି। ସବୁବେଳେ ସରପ୍ରାଇଜ୍ ଦେଉଥିବା ନବୀନ, ତୃତୀୟ ଆସନ ପାଇଁ କାହା ନାଁ ଘୋଷଣା କରିବେ ତାକୁ ଅପେକ୍ଷା କରାଯାଇଛି। ଗତକାଲି ବାରବାଟୀ-କଟକର ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ଓ ବିଜେଡି ଯୁବ ଉପସଭାପତି ଶୁଭାଶିଷ ଖୁଣ୍ଟିଆଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କରିଥିଲା ଦଳ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login