The Ultimate Managed Hosting Platform
ADVERTISEMENT

ଶ୍ରୀମନ୍ଦିର ଉପରେ ନୋ ଫ୍ଲାଇଙ୍ଗ ଜୋନ୍ ଘୋଷଣା

Facebook
Twitter
LinkedIn

ପୁରୀ: ପୁରୀ ପୁଲିସ ପକ୍ଷରୁ ବଡ଼ ପଦକ୍ଷେପ । ପୁରୀ ଶ୍ରୀଜଗନ୍ନାଥ ମନ୍ଦିରରେ ଶାନ୍ତି ଓ ନିରାପତ୍ତା ସୁନିଶ୍ଚିତ କରିବା ନେଇ ପୁରୀ ପୁଲିସ ନେଇଛି ପଦକ୍ଷେପ । ଶ୍ରୀମନ୍ଦିର ଉପରେ ନୋ ଫ୍ଲାଇଙ୍ଗ ଜୋନ୍ ଘୋଷଣା ସହିତ ଭିତରେ ମୋବାଇଲ ଦ୍ୱାରା ଫୋଟୋ ଉତ୍ତୋଳନକୁ ବାରଣ କରାଯାଇଛି । ଏହା ଉପରେ ସ୍ୱତନ୍ତ୍ର ନଜର ରଖିବ ପୁରୀ ପୁଲିସ। ପ୍ରାଥମିକ ଭାବେ ଏ ନେଇ ପୁଲିସ ପକ୍ଷରୁ ସଚେତନତା ସୃଷ୍ଟି କରାଯାଇଥିବା ବେଳେ ନିୟମ ଉଲ୍ଲଂଘନ କଲେ କଡା ପଦକ୍ଷେପ ନିଆଯିବ। ପୁଲିସର ଏପରି ପଦକ୍ଷେପକୁ ସେବାୟତ ବୁଦ୍ଧିଜୀବୀ ସ୍ୱାଗତ କରିବା ସହ ପ୍ରଶଂସା କରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମେ’ ୧୦ ରେ ଝାରସୁଗୁଡା ଉପନିର୍ବାଚନ

ନୂଆପଡା ଉପନିର୍ବାଚନ ବିଜ୍ଞପ୍ତି ; ଉପନିର୍ବାଚନରେ ବ୍ୟବହାର ହେବ ହେଲିକପ୍ଟର

ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠୁ ନାମାଙ୍କର , ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ । ୨୨...

Login