The Ultimate Managed Hosting Platform
ADVERTISEMENT

ପରଲୋକରେ ସାଂସଦ ଅନୁଭବ ମହାନ୍ତିଙ୍କ ବାପା ଅଭୟ ମହାନ୍ତି

Facebook
Twitter
LinkedIn

କଟକ: ଓଲିଉଡ୍ ଅଭିନେତା ତଥା ସାଂସଦ ଅନୁଭବ ମହାନ୍ତିଙ୍କ ବାପା ଅଭୟ ମହାନ୍ତିଙ୍କ ପରଲୋକ ଘଟିଛି । ଚିକିତ୍ସାଧୀନ ଅବସ୍ଥାରେ କଟକରେ ତାଙ୍କର ଦେହାନ୍ତ ହୋଇଛି । ୭୪ ବର୍ଷ ବୟସରେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି ଅନୁଭବଙ୍କ ବାପା ଅଭୟ ମହାନ୍ତି । ତେବେ ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ ଅନୁଭବଙ୍କ ବାପା । ସେନେଇ ଲଗାତର ଭାବେ ତାଙ୍କର ଚିକିତ୍ସା ଜାରି ରହିଥିଲା । ଯାହାକୁ ନେଇ ସବୁବେଳେ ଅନୁଭବ ସୋସିଆଲ୍ ମିଡିଆରେ ସେୟାର କରିଆସୁଥିଲେ । ସେ ତାଙ୍କ ବାପାଙ୍କୁ ସୁସ୍ଥ କରିବାକୁ ପ୍ରାଣ ପ୍ରଣେ ଚେଷ୍ଟା କରୁଥିଲେ । ହେଲେ ତାଙ୍କର ସମସ୍ତ ଚେଷ୍ଟା ଓ ପ୍ରାର୍ଥନା ବିଫଳ ହୋଇଛି । ଅଭୟ ମହାନ୍ତିଙ୍କ ବିୟୋଗରେ ପୁରାପରିବାରରେ ଶୋକର ଛାୟା ଖେଳିଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login