The Ultimate Managed Hosting Platform
ADVERTISEMENT

୩ ରାଜ୍ୟସଭା ପ୍ରାର୍ଥୀ ନିଦ୍ୱର୍ନ୍ଦରେ ନିର୍ବାଚିତ

Facebook
Twitter
LinkedIn

ଭୁବନେଶ୍ୱର : ନିର୍ଦ୍ୱନ୍ଦରେ ନିର୍ବାଚିତ ହେଲେ ଓଡ଼ିଶାର ତିନି ରାଜ୍ୟସଭା ପ୍ରାର୍ଥୀ । ପ୍ରାର୍ଥିପତ୍ର ପ୍ରତ୍ୟାହାର ସମୟ ଶେଷ ହେବା ପରେ ତିନି ପ୍ରାର୍ଥୀ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି। ସମସ୍ତ ନିର୍ବାଚିତ ପ୍ରାର୍ଥୀ ମାନଙ୍କୁ ଆଜି ସେମାନଙ୍କ ସାର୍ଟିଫିକେଟ ଦେବେ ରିଟର୍ନିଙ୍ଗି ଅଫିସର। ଓଡ଼ିଶାରୁ ତିନୋଟି ଆସନ ଖାଲି ହେଉଥିବା ବେଳେ ତିନି ପ୍ରାର୍ଥୀଙ୍କ ଛଡା ଅନ୍ୟକୌଣସି ପ୍ରାର୍ଥୀ ନାମାଙ୍କନ ଭରି ନଥିବାରୁ ଅଶ୍ୱିନୀ, ଦେବାଶିଷ ଓ ଶୁଭାଶିଷ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login