The Ultimate Managed Hosting Platform
ADVERTISEMENT

ଅସମ୍ଭାଳ କଲାଣି ଗ୍ରୀଷ୍ମ ପ୍ରବାହ

Facebook
Twitter
LinkedIn

ଭୁବନେଶ୍ୱର : ଏବେଠୁ ତାତିରୁ ମିଳୁନି ନିସ୍ତାର । ରାଜ୍ୟରେ ବଢୁଛି ଗ୍ରୀଷ୍ମ ପ୍ରବାହ । ଭୁବନେଶ୍ବର ସମେତ ପଶ୍ଚିମ ଓଡ଼ିଶାରେ ପ୍ରବଳ ତାତି । ଆସନ୍ତା କାଲି ପର୍ୟ୍ୟନ୍ତ ତାତିରୁ ମିଳିବନି ନିସ୍ତାର । ଅଧିକାଂଶ ସହରର ତାପମାତ୍ରା ୩୫ ରୁ ୩୭ ଡିଗ୍ରୀ ହେବାନେଇ ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ମେଘମୁକ୍ତ ଆକାଶ ସହ ଶୁଖିଲା ପାଗ ପାଇଁ ରାଜ୍ୟରେ ହଠାତ୍ ବୃଦ୍ଧି ପାଇଛି ତାପମାତ୍ରା । ଗତକାଲି ଭୁବନେଶ୍ବର ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର ହୋଇଥିଲା । ଚଳିତବର୍ଷ ପ୍ରଥମଥର ପାଇଁ ୩୭ ଡିଗ୍ରୀ ଛୁଇଁଥିଲା ରାଜଧାନୀର ତାପମାତ୍ରା । କାଲି ପରେ ରାଜ୍ୟରେ ପାଗ ବଦଳିବା ସମ୍ଭାବନା ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login