The Ultimate Managed Hosting Platform
ADVERTISEMENT

ସ୍ୱାବଲମ୍ବୀ କାରିଗରଙ୍କ ପ୍ରାପ୍ୟ ବଢାଇଲେ ମୁଖ୍ୟମନ୍ତ୍ରୀ

Facebook
Twitter
LinkedIn

ଭୁବନେଶ୍ୱର : ସ୍ୱାବଲମ୍ବୀ କାରିଗରମାନଙ୍କ ପ୍ରାପ୍ୟ ବୃଦ୍ଧି କଲେ ରାଜ୍ୟ ସରକାର । ପାରିଶ୍ରମିକ ୪ ହଜାର ଟଙ୍କାରୁ ୬ ହଜାର ୫ ଶହ ଟଙ୍କାକୁ ବୃଦ୍ଧି । ଏହା ଦ୍ୱାରା ୧୩ ହଜାର ସ୍ୱାବଲମ୍ବୀ କାରିଗର ଉପକୃତ ହେବେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ଗ୍ରାମ ପଞ୍ଚାୟତ ମାନଙ୍କରେ କାମ କରୁଥିବା ସ୍ବାବଲମ୍ବୀ କାରିଗର ମାନଙ୍କର ପାରିଶ୍ରମିକ ବୃଦ୍ଧି କରିଛନ୍ତି । ସେମାନଙ୍କ ବର୍ତ୍ତମାନର ପାରିଶ୍ରମିକ ୪୦୦୦ ଟଙ୍କା ଥିବାବେଳେ, ନୂତନ ପାରିଶ୍ରମିକ ୬୫୦୦ ଟଙ୍କାକୁ ବୃଦ୍ଧି ପାଇଛି । ଏହା ବର୍ତ୍ତମାନର ପାରିଶ୍ରମିକ ଠାରୁ ୬୨.୫୦ ପ୍ରତିଶତ ଅଧିକ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login