The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ପୁଣି ମାଟ୍ରିକ ତ୍ରୁଟି ଧରିଲା ଏଆଇ

Facebook
Twitter
LinkedIn

ଭୁବନେଶ୍ୱର : ପୁଣି ଏଆଇ ସିସିଟିଭି ସର୍ଭେଲାନ୍ସରେ ଧରାପଡିଲା ମାଟ୍ରିକ ପରୀକ୍ଷା ତ୍ରୁଟି । ତ୍ରୁଟି ନେଇ ସୂଚନା ଜାରି କଲା ବିଏସଇ କମାଣ୍ଡ କଣ୍ଟ୍ରୋଲ ରୁମ । ଭଦ୍ରକ ଓ ଯାୁପୁର ଜିଲ୍ଲାର ୨ଟି ଲେଖାଏଁ ସ୍କୁଲରେ ତ୍ରୁଟି ଧରାପଡିଲା । କେନ୍ଦୁଝର , ନବରଙ୍ଗପୁର ଓ ଗଜପତିର ଗୋଟିଏ ଲେଖାଏଁ ସ୍କୁଲରେ ତ୍ରୁଟି । ଭଦ୍ରକ ଜିଲ୍ଲାର ଧାର୍ଯ୍ୟ ସମୟ ପୂର୍ବରୁ ପ୍ରଶ୍ନପତ୍ର ଖୋଲିବା ଜଣାପଡିଛି । ଯାଦପୁରରେ ପ୍ରଧାନ ଶିକ୍ଷକଙ୍କ ଚାମ୍ବରରେ ପ୍ରଶ୍ନପତ୍ର ଆଗୁଆ ଖୋଲାଯାଇଛି ।ଆଉ କେତେକ ସ୍ଥାନରେ ପରୀକ୍ଷାର୍ଥୀ କପି କରିବାର ପ୍ରମାଣ ମିଳିଛି । ସେଣ୍ଟର ସୁପରିଟେଣ୍ଡେଣ୍ଟ, ଇନଭଇଜିଲେଟରଙ୍କୁ ବୋର୍ଡ ପକ୍ଷରୁ ଚେତାବନୀ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ପାକିସ୍ତାନକୁ ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା !

ପାକିସ୍ତାନକୁ ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା !

ନୂଆଦିଲ୍ଲୀ : ପାକିସ୍ତାନକୁ ୨ବିଲିୟନ ଡଲାରର ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଭାରତ ଉପରେ ଶୁଳ୍କ ଲାଗୁ ନେଇ ଆରମ୍ଭ ହୋଇଥିବା ଉତ୍ତେଜନା...

ADVERTISEMENT
ସୋଭନା ମହାନ୍ତିଙ୍କୁ ମହିଳା କମିଶନ ଅଧ୍ୟକ୍ଷା ଓ ବବିତା ପାତ୍ରଙ୍କୁ ଶିଶୁ ସୁରକ୍ଷା ଆୟୋଦ ଅଧ୍ୟକ୍ଷା ଭାବେ ନିଯୁକ୍ତ ଦେଲେ ରାଜ୍ୟ ସରକାର

ସୋଭନା ମହାନ୍ତିଙ୍କୁ ମହିଳା କମିଶନ ଅଧ୍ୟକ୍ଷା ଓ ବବିତା ପାତ୍ରଙ୍କୁ ଶିଶୁ ସୁରକ୍ଷା ଆୟୋଦ ଅଧ୍ୟକ୍ଷା ଭାବେ ନିଯୁକ୍ତ ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର : ସୋଭନା ମହାନ୍ତି ହେଲେ ନୂଆ ମହିଳା କମିଶନ ଅଧ୍ୟକ୍ଷା । ୩ ବର୍ଷ ପାଇଁ ନିଯୁକ୍ତ ହେଲେ ରାଜ୍ୟ ସରକାର । ନିଯୁକ୍ତି ନେଇ...

Login