ନୂଆଦିଲ୍ଲୀ : ଜୁଲାଇ ୧ ତାରିଖରୁ ଲାଗୁ ହେବ ୩ ନୂଆ ଫୈାଜଦାରୀ ଆଇନ । ଭାରତୀୟ ନ୍ୟାୟ ସଂହିତା , ଭାରତୀୟ ନାଗରିକ ସୁରକ୍ଷା ସହିଂତା , ଭାରତୀୟ ସାକ୍ଷ୍ୟ ଅଧିନିୟମ ଲାଗୁ କରାଯିବାକୁ ନିଷ୍ପତ୍ତି । ନୂଆ ଆଇନ ଲାଗୁ ନେଇ ଗୃହମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ।
Views: 73

ପୁରୀ : ପାରା ପାଇଁ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ । ବାଲିସାହି ସ୍ଥିତ ବାପୁଜୀ କ୍ଲବ ନିକଟରେ ଅଭାବନୀୟ ଘଟଣା । ପୋଷା ପାରାକୁ ତାଙ୍କ ପଡୋଶୀ...
ବଲାଙ୍ଗୀର : ବଲାଙ୍ଗୀରଜିଲ୍ଲା ବନ୍ଧପଡ଼ା ରାସ୍ତାରେ ଚଳନ୍ତା କାର୍କୁ ଧକ୍କା ଦେଳା ଦ୍ରୁତଗାମୀ ଟ୍ରକ୍। କାର ଦୁର୍ଘଟଣାରେ ବ୍ୟାଟଙ୍କ ମ୍ୟାନେଜରଙ୍କ ମୃତ୍ୟୁ ଘଟିଛି। ଟ୍ରକ୍ ଦୁର୍ଘଟଣାର ସାମ୍ନା...
ନୂଆଦିଲ୍ଲୀ : ପାକିସ୍ତାନକୁ ୨ବିଲିୟନ ଡଲାରର ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଭାରତ ଉପରେ ଶୁଳ୍କ ଲାଗୁ ନେଇ ଆରମ୍ଭ ହୋଇଥିବା ଉତ୍ତେଜନା...
ଉତ୍ତରାଖଣ୍ଡ : ଉତ୍ତରାଖଣ୍ଡରେ ବାଦଲଫଟା ବର୍ଷା ଓ ଭୂସ୍ଖଳନର ତାଣ୍ଡବ । ବାଦଲଫଟା ବର୍ଷାରେ ଭାସିଗଲା ଉତ୍ତରକାଶୀର ଧରାଲି ଗାଁ । କ୍ଷୀର ଗଙ୍ଗା ନଦୀର ଉପର...