The Ultimate Managed Hosting Platform
ADVERTISEMENT

ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ

Facebook
Twitter
LinkedIn

କେନ୍ଦୁଝର: ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍। କେନ୍ଦୁଝର ଜିଲ୍ଲା ବାଂଶପାଳ ବ୍ଲକ ତରମାକାନ୍ତ -ତେନ୍ତୁଳିଖୁଣ୍ଟି ରାସ୍ତାରେ ଦୁର୍ଘଟଣା। ବସ୍ ଓଲଟି ୧୫ ଜଣ ଯାତ୍ରୀ ଆହତ ହୋଇଛନ୍ତି।ସମସ୍ତ ଆହତଙ୍କୁ ବାଂଶପାଳ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି । ଫୁଲଝର ଠାରୁ ପାଲଲହଡା ଅଭିମୁଖେ ଯାଉଥିବା ରାଧାମାଧବ ବସ୍ ତରମାକାନ୍ତ ନିକଟରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରିଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login