ଭୁବନେଶ୍ୱର : ମାର୍ଚ୍ଚ ପ୍ରଥମ ସପ୍ତାହରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି । ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଙ୍କ ସୂଚନା । ମାର୍ଚ୍ଚ ପ୍ରଥମ ସପ୍ତାହରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ । ଚଣ୍ଡିଖୋଲରେ ହେବାକୁ ଥିବା କାର୍ଯ୍ୟକ୍ରମରେ ଯୋଗଦେବେ । କେବେ ଆସିବେ ଏଯାଏ ତାରିଖ ଆସିନି କହିଲେ ମନମୋହନ ।
Views: 103











