The Ultimate Managed Hosting Platform
ADVERTISEMENT

ଓଡିଶା ଆସିବେ ରାଷ୍ଟ୍ରପତି

Facebook
Twitter
LinkedIn

ଭୁବନେଶ୍ବର: ଓଡିଶା ଆସିବେ ରାଷ୍ଟ୍ରପତି । ଫେବ୍ରୁଆରି ୨୯ ତାରିଖରେ ଉତ୍କଳ ବିଶ୍ୱବିଦ୍ୟାଳୟର ୫୩ ତମ ସମାଵର୍ତ୍ତନ ଉତ୍ସବ ଅନୁଷ୍ଠିତ ହେବ ବୋଲି କୁଳପତି ପ୍ରଫେସର ସବିତା ଆଚାର୍ୟ୍ୟ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସନ୍ଧ୍ୟା ୫ଟା ୨୫ରେ ଆରମ୍ଭ ହେବ କାର୍ୟ୍ୟକ୍ରମ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ। କୁଳଧିପତି ତଥା ରାଜ୍ୟପାଳ ରଘୁବର ଦାସ ଏହି କାର୍ୟ୍ୟକ୍ରମରେ ଅଧକ୍ଷତା କରିବେ। ଉଚ୍ଚ ଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ମଧ୍ୟ ଅନ୍ୟତମ ଅତିଥି ଭାବେ ରହିବେ। ଏହି କାର୍ୟ୍ୟକ୍ରମ ୬ଟା ୨୫ ପର୍ୟ୍ୟନ୍ତ ଚାଲିବ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login