The Ultimate Managed Hosting Platform
ADVERTISEMENT

୪ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି

Facebook
Twitter
LinkedIn

ଭୁବନେଶ୍ୱର : ଆଜିଠୁ ୪ ଦିନିଆ ଓଡ଼ିଶା ଗ୍ରସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ହେଲେ ରାଷ୍ଟ୍ରପତିଙ୍କ କାର୍ୟ୍ୟକ୍ରମରେ ସାମାନ୍ୟ ପରିବର୍ତ୍ତନ ଘଟିଛି। ଅପରାହ୍ଣ ସାଢ଼େ ୨ଟାରେ ରାଷ୍ଟ୍ରପତି ପାଣ୍ଡରଶିଳ ଗାଁରେ ବାୟୁସେନାର ସ୍ୱତନ୍ତ୍ର ହେଲିକ୍ୟାପ୍ଟର୍ରେ ପହଞ୍ଚିବା ପରେ ମୟୂରଭଞ୍ଜର ଅଧିଷ୍ଠାତ୍ରୀ ଦେବୀ ମା’ କିଚକେଶ୍ୱରୀଙ୍କୁ ଦର୍ଶନ କରିବେ। ଏହି ପରିବର୍ତ୍ତିତ କାର୍ୟ୍ୟକ୍ରମ ନେଇ ରାଷ୍ଟ୍ରପତି ଭବନରୁ ଫୋନ ଯୋଗେ ଖିଚିଂ ମନ୍ଦିର କାର୍ୟ୍ୟାଳୟକୁ ସୂଚନା ଦିଆଯାଇଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ପୂର୍ବାଞ୍ଚଳ ଆଇଜି ସହ ବରିଷ୍ଠ ପୁଲିସ ଅଧିକାରୀମାନେ ଖିଚିଂ ପରିଦର୍ଶନ କରି ତଦାରଖ କରିଛନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login