The Ultimate Managed Hosting Platform
ADVERTISEMENT

ବାଇକ-ସ୍କୁଟି ଧକ୍କା; ୩ ମୃତ

Facebook
Twitter
LinkedIn

ବାରିପଦା : ବାଇକ-ସ୍କୁଟି ମୁହାଁମୁହିଁ ଧକ୍କାରେ ୩ ଯୁବକଙ୍କ ମୃତ୍ୟୁ । ଉଦଳା ରାସ୍ତା ବାଲିଯୋଡା ଛକରେ ମର୍ମନ୍ତୁଦ ଦୁର୍ଘଟଣା । ୩ ମୃତକ ସ୍ଥାନୀୟ ଅଞ୍ଚଳର ହୋଇଥିବା ସୂଚନା । ବାରିପଦା ପିଆରଏମ ମେଡିକାଲ କଲେଜ ଓ ହସ୍ପିଟାଲକୁ ଅଣାଯାଇଥିବା ବେଳେ ଡାକ୍ତର ମୃତ ଘୋଷଣା କରିଛନ୍ତି । ମୃତକଙ୍କ ପରିଚୟ ମିଳିପାରିନି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login