ଭୁବନେଶ୍ୱର : ବିଜେପିରେ ଯୋଗ ଦେଇପାରନ୍ତି ପ୍ରଶାନ୍ତ ଜଗଦେ୍ଦବ । ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେ୍ଦବଙ୍କୁ ନେଇ ଚର୍ଚ୍ଚା । ଆଜି ବିଜେପିରେ ପ୍ରଶାନ୍ତ ଯୋଗ ଦେବା ନେଇ ଚର୍ଚ୍ଚା । ଆଜି ଅପରାହ୍ନରେ ପ୍ରଶାନ୍ତ ଯୋଗଦେଉଥିବା ଆଲୋଚନା । ଉଲ୍ଲେଖ ଥାଉ କି କିଛିଦିନ ତଳେ ବିଜେଡି ସାଂସଦ ସସ୍ମିତ ପାତ୍ର ବି ଏଭଳି କିଛି ଇଙ୍ଗିତ ଦେଇଥିଲେ । ସେ କହିଥିଲେ ଯେ ଚିଲିକାର ତତ୍କାଳୀନ ବିଜେଡି ବିଧାୟକ ପ୍ରଶାନ୍ତ ଜଗଦେବ ବିଜେପିର ବାଲୁଗାଁ ନଗର ମଣ୍ଡଳ ସଭାପତି ନିରଞ୍ଜନ ସେଠୀଙ୍କୁ ୨୦୨୧ ସେପ୍ଟେମ୍ବରରେ ବାଲୁଗାଁଠାରେ ଆକ୍ରମଣ କରିଥିଲେ। ଶ୍ରୀ ଜଗଦେବଙ୍କୁ ତୁରନ୍ତ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଦଳରୁ ନିଲମ୍ବନ କରିଥିଲେ। ପରେ ବିଜେଡି ସଭାପତି ତାଙ୍କୁ ଦଳରୁ ବହିଷ୍କାର କରିଥିଲେ। କାରଣ ମୁଖ୍ୟମନ୍ତ୍ରୀ ଗୁଣ୍ଡାଗର୍ଦ୍ଦି ଉପରେ ବିଶ୍ୱାସ କରନ୍ତି ନାହିଁ। ତେବେ ସେହି ଶ୍ରୀ ଜଗଦେବଙ୍କୁ ଫୁଲମାଳ ପିନ୍ଧାଯିବା ସହିତ କେନ୍ଦ୍ର ମନ୍ତ୍ରୀ ଶ୍ରୀ ପ୍ରଧାନଙ୍କ ଆଶୀର୍ବାଦ ଓ ନିୟମିତ ବୈଠକ ଯୋଗୁଁ ବିଜେପିରେ ଯୋଗ ଦେବାକୁ ପ୍ରସ୍ତୁତ ଅଛନ୍ତି।
ପଦ୍ମ ଧରିବେ ପ୍ରଶାନ୍ତ !
Facebook
Twitter
LinkedIn
Facebook
Twitter
LinkedIn
Recent News
ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ
ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...
ଛାଡପତ୍ର ପରେ ଦ୍ୱିତୀୟ ବିବାହ କଲେ ସମନ୍ଥା
ବ୍ୟୁରୋ : ଛାଡପତ୍ରର ୪ ବର୍ଷ ପରେ ଅଭିନେତ୍ରୀ ସମନ୍ଥା ଦେଲେ ଖୁସି ଖବର ।ପ୍ରେମିକ ରାଜଙ୍କୁ କଲେ ଦ୍ୱୀତାୟ ବିବାହ । ଏନେଇ ସୋସିଆଲ ମିଡିଆରେ...
ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ
ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...
କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...











