The Ultimate Managed Hosting Platform
ADVERTISEMENT

ଲ ଅଫିସରଙ୍କ ଫି ବୃଦ୍ଧି କଲେ ରାଜ୍ୟ ସରକାର

Facebook
Twitter
LinkedIn

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଅଦାଲତରେ ମୋକଦ୍ଦମା ପରିଚାଳନା କରୁଥିବା ନନ–କ୍ୟାଡର ଲ’ ଅଫିସରଙ୍କର ଦୈନିକ ଓ ରିଟେନର ଫି‘ ରେ ୫୦ ପ୍ରତିଶତ ବୃଦ୍ଧି କରାଯାଇଛି। ଏହା ଦ୍ୱାରା ବିଭିନ୍ନ ଅଦାଲତରେ କାର୍ୟ୍ୟରତ ୧୨୧୫ ଜଣ ଲ’ ଅଫିସର ଉପକୃତ ହେବେ।ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ଲ’ ଅଫିସର ମାନଙ୍କ ଦୈନିକ ଓ ରିଟେନର ଫି‘ କୁ ବୃଦ୍ଧି କରିଛନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login