The Ultimate Managed Hosting Platform
ADVERTISEMENT

ରାଜ୍ୟରେ ତଳମୁହାଁ ହେଉଛି ସଂକ୍ରମଣ; ୨୪ ଘଣ୍ଟାରେ ୨,୬୦୩ ପଜିଟିଭ୍ ଚିହ୍ନଟ

Facebook
Twitter
LinkedIn

ଭୁବନେଶ୍ୱର: ରାଜ୍ୟରେ ତଳମୁହାଁ ହେଉଛି କରୋନା ସଂକ୍ରମଣ । ଦିନକରେ ଚିହ୍ନଯ ହେଲେ ୨ ହଜାର ୬୦୩ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୧ ହଜାର ୫୨୧ ଜଣ ଚିହ୍ନଟ ହୋିଥିବା ବେଳେ, ଲୋକାଲ କେସରେ ୧ ହଜାର ୦୮୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥି ମଧ୍ୟରୁ ୩୪୯ ଜଣ ୧୮ ବର୍ଷରୁ କମ୍ ବର୍ଗର ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି ।

ଦୈନିକ ସଂକ୍ରମଣ ସଂଖ୍ୟାରେ ଆଜି ମଧ୍ୟ ଆଗରେ ରହିଛି ଖୋର୍ଦ୍ଧା ଜିଲା । ତେବେ ଖୋର୍ଦ୍ଧରୁ ସର୍ବାଧିକ ୪୪୪ ଜଣ ଆକ୍ରାନ୍ତାନ୍ତ ଚିହ୍ନଟ ହୋଇଥିବା ବେଳେ, ଅନୁଗୁଳରୁ ୧୦୨, ବାଲେଶ୍ୱରରୁ ୪୮, ବରଗଡ଼ରୁ ୫୧, ଭଦ୍ରକରୁ ୩୭, ବଲାଙ୍ଗୀରରୁ ୬୦, ବୌଦ୍ଧରୁ ୩୭, କଟକରୁ ୨୦୫, ଦେଓଗଡ଼ରୁ ୨୧, ଢେଙ୍କାନାଳରୁ ୬୪, ଗଜପତିରୁ ୬୪, ଗଞ୍ଜାମରୁ ୮୫, ଜଗତସିଂହପୁରରୁ ୬୦, ଯାଜପୁରରୁ ୧୩୩, ଝାରସୁଗୁଡ଼ାରୁ ୫୭, କଳାହାଣ୍ଡିରୁ ୬୦, କନ୍ଧମାଳରୁ ୨୬, କେନ୍ଦ୍ରାପଡ଼ାରୁ ୬୩, କେନ୍ଦୁଝରରୁ ୪୩, କୋରାପୁଟରୁ ୯୪, ମାଲକାନଗିରିରୁ ୧୯, ମୟୁରଭଞ୍ଜରୁ ୧୦୪, ନବରଙ୍ଗପୁରରୁ ୬୨, ନୟାଗଡ଼ରୁ ୬୭, ନୂଆପଡ଼ାରୁ ୮୭, ପୁରୀରୁ ୪୧, ରାୟଗଡ଼ାରୁ ୬୧, ସମ୍ବଲପୁରରୁ ୮୮, ସୋନପୁରରୁ ୧୬, ସୁନ୍ଦରଗଡ଼ରୁ ୨୦୪ ଓ ଷ୍ଟେଟ ପୁଲରୁ ୧୦୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହ ଦିନକରେ ୬ ହଜାର ୧୦୯ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ଆଜି ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ

ମୋହନ ସରକାରଙ୍କ ରିପୋର୍ଟ କାର୍ଡ, କହିଲେ ସୁଶାସନ ଦେବା ପ୍ରାଥମିକତା

ଭୁବନେଶ୍ୱର : ଦିନକ ପରେ ନୂଆ ସରକାରଙ୍କ ବର୍ଷ ପୂର୍ତ୍ତି । ବର୍ଷକର ରିପୋର୍ଟ କାର୍ଡ ଦେଉଛନ୍ତି ମୁଖ୍ୟମନ୍ତ୍ରୀ । ନୂଆ ଉପଲବ୍ଧି ନେଇ ମୁଖ୍ୟମନ୍ତ୍ରୀଙ୍କ ପ୍ରେସମିଟ...

ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଆପାର୍ଟମେଣ୍ଟରେ ଅଗ୍ନିକାଣ୍ଡ ; ୭ ମହଲାରୁ ଡେଇଁଲେ ବାପା , ୨ ଶିଶୁଙ୍କର ଚାଲିଗଲା ପ୍ରାଣ

ନୂଆଦିଲ୍ଲୀ : ଦିଲ୍ଲୀରେ ୭ ମହଲା କୋଠାରୁ ଡେଇଁ ବାପା ସହ ୨ ଶିଶୁ ମୃତ । ଦିଲ୍ଲୀ ଦ୍ୱାରକା ଅଞ୍ଚଳର ଆପାର୍ଟମେଣ୍ଟରେ ନିଆଁ ଲାଗିବାରୁ ଡେଇଁ...

Login