The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

କୋଭିଡ୍ କଟକଣା ମଧ୍ୟରେ ପାଳନ ହେଲା ମା’ ବାଗଦେବୀଙ୍କ ପୂଜା

Facebook
Twitter
LinkedIn

ଭୁବେନେଶ୍ୱର: କୋଭିଡ୍ କଟକଣା ମଧ୍ୟରେ ପାଳନ ହେଉଛି ମା’ ବାଗଦେବୀଙ୍କ ପୂଜା । ଆଜି ପବିତ୍ର ଶ୍ରୀ ପଞ୍ଚମୀ ଅବସରରେ ରାଜ୍ୟର ବିଭିନ୍ନ ଶିକ୍ଷାନୁଷ୍ଠାନ ମାନଙ୍କରେ ପୂଜା ବିଦ୍ୟାଦାତ୍ରୀ ମା’ ସରସ୍ୱତୀଙ୍କର ପୂଜା ଅୟୋଜନ କରାଯାଉଛି । ମହାମାରୀ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଜାକଜମକ ନଥିଲେ ବି ସ୍ୱଳ୍ପ ସଂଖ୍ୟାରେ ଲୋକଙ୍କୁ ନେଇ ଯଥାବିଧି ପୂଜା କରାଯାଉଛି ।

କରୋନା ସଂକ୍ରମଣ ପାଇଁ ଶିକ୍ଷା କ୍ଷେତ୍ର ବ୍ୟାପକଭାବେ ପ୍ରଭାବିତ ହୋଇଥିଲା ବେଳେ, ଦୀର୍ଘ ଦୁଇ ବର୍ଷ ପରେ ଛାତ୍ର ଛାତ୍ରୀମାନେ ଏକାଠି ହୋଇ ମା’ ସରସ୍ୱତୀଙ୍କୁ ପୂଜା କରୁଛନ୍ତି । ଗତ ଜାନୁଆରୀ ୧୦ ଠାରୁ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଥିଲା । ତେବେ ଆସନ୍ତା ଫେବୃଆରୀ ୭ ତାରିଖରେ ସମସ୍ତ ଶିକ୍ଷାନୁଷ୍ଠାନ ଖୋଲା ହେବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ହୋଇଛି । କୋଭିଡ୍ କଟକଣା ମଧ୍ୟରେ ଅଫଲାଇନ୍ ପାଠପଢ଼ା ହେବା ନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସୂଚନା ଦେଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ବଦଳିବ ହେଲଥ୍ କାର୍ଡ ଲୋଗୋ, ଖୁବଶୀଘ୍ର ମିଳିବ ଆୟୁଷ୍ମାନ କାର୍ଡ ; ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ

ଅସୁସ୍ଥ ଥିଲେ ରଥଯାତ୍ରା ଭିଡକୁ ଆସନ୍ତୁ ନାହିଁ –ମନ୍ତ୍ରୀ

ପୁରୀ : ଅସୁସ୍ଥ ଥିଲେ ଭିଡ଼କୁ ଆସନ୍ତୁ ନାହିଁ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି । କୋଭିଡ ପାଇଁ ଭୟ କରିବାର ଆବଶ୍ୟକତା ନାହିଁ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି...

୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ରୁଣରେ ସୁଧ ଦେବେନି ଏସଏଚଜି ମହିଳା, ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ

ବନ୍ୟଜନ୍ତୁ ଆକ୍ରମଣରେ ମୃତ୍ୟୁ କାଳୀନ ସହାୟତା ରାଶି ବଢିଲା, ମୃତ୍ୟୁ ହେଲେ ମିଳିବ ୧୦ ଲକ୍ଷ

ଭୁବନେଶ୍ୱର : ବନ୍ୟଜନ୍ତୁ ଆକ୍ରମଣରେ ମୃତ୍ୟୁ କାଳୀନ ସହାୟତା ରାଶି ବଢିଲା । ପୂର୍ବରୁ ମିଳୁଥିବା ୬ ଲକ୍ଷ ଟଙ୍କା ୧୦ ଲକ୍ଷକୁୁ ବଢିଲା । ସହାୟତା...

Login