The Ultimate Managed Hosting Platform
ADVERTISEMENT

ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ରେଳମନ୍ତ୍ରୀ

Facebook
Twitter
LinkedIn

ଭୁବନେଶ୍ୱର: ଓଡ଼ିଶଳ ଗସ୍ତରେ ଆସୁଛନ୍ତି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ସଡ଼ିଶାରେ ପହଞ୍ଚିବା ପରେ ଦିନ ୧୨ଟା ବେଳେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ସମ୍ବୋଧିତ କରିବେ କେନ୍ଦ୍ର ରେଳମନ୍ତ୍ରୀ । ପ୍ରଧାନମନ୍ତ୍ରୀଙ୍କ ଆତ୍ମନିର୍ଭର ଭାରତ ୨୦୨୨-୨୩ ବଜେଟକୁ ନେଇ ରାଜ୍ୟବାସୀଙ୍କୁ ଉଦବୋଧନ ଦେବେ । ଅପରାହ୍ନ ୪ଟା ବେଳେ କଟକ ସ୍ଥିତ ସାରଳା ଭବନରେ ଓଡିଶାର ବୁଦ୍ଧିଜୀବୀମାନଙ୍କୁ ଆତ୍ମନିର୍ଭର ଅର୍ଥ ବ୍ୟବସ୍ଥା ଉପରେ ସମ୍ବୋଧିତ କରିବେ ଅଶ୍ବିନୀ ବୈଷ୍ଣବ । ଏ ନେଇ ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ନବୀନଙ୍କ ଭିଡିଓକୁ ପ୍ରଶ୍ନକଲା ବିଜେପି

କେବଳ ଲମ୍ବା ଭାଷଣ , ବଡ ଆଡଭରଟାଇଜମେଣ୍ଟରେ ବିକାଶ ହୁଏନି ; ନବୀନ

ଭୁବନେଶ୍ୱର : ବିଜେଡିର ଜନଜାଗରଣ କାର୍ଯ୍ୟକ୍ରମରେ ସରକାରଙ୍କୁ ଟାର୍ଗେଟ । ବର୍ଷକର କାର୍ଯ୍ୟକ୍ରମକୁ ନେଇ ଟାର୍ଗେଟ କଲେ । କୁହାଯାଉଛି ଲୋକଙ୍କ ସରକାର , କିନ୍ତୁ କାହାନ୍ତି...

ADVERTISEMENT

Login