ମୟୂରଭଞ୍ଜ : କାଲିଠୁ ଶିମିଳିପାଳ କୁଲଡିହା ଅଭୟାରଣ୍ୟରେ ଜୋରଦାର କମ୍ବିଂ । କାଲିଠୁ ଶିମିଳିପାଳ କୁଲଡିହା ଅଭୟାରଣ୍ୟରେ ଜୋରଦାର କମ୍ବିଂ । ଶିକାରୀ ଗୁଳିରେ ବନ କର୍ମଚାରୀ ଆହତ ପରେ ବିଭାଗର କଡା ଆଭିମୁଖ୍ୟ । ଟାଇଗର ପ୍ରୋଟେକ୍ସନ ଫୋର୍ସ ଓ ଏକ୍ସ ଆର୍ମି ଟିମ୍ ମିଳିତ କମ୍ବିଂ କରିବେ । ଏ ନେଇ ସୂଚନା ଦେଇଛନ୍ତି ବନ୍ୟପ୍ରାଣୀ ପିସିସିଏଫ ସୁଶାନ୍ତ ନନ୍ଦ ।
Views: 85











