The Ultimate Managed Hosting Platform
ADVERTISEMENT

ପୁରୀ ଶ୍ରୀମନ୍ଦିରରେ ବିଜେଡି ନେତା

Facebook
Twitter
LinkedIn

ପୁରୀ : ନବୀନ ନିବାସରେ ସମୀକ୍ଷା ବୈଠକ ପରେ ଶ୍ରୀମନ୍ଦିରରେ ପୁରୀ ସଂସଦୀୟ କ୍ଷେତ୍ରର ନେତା । ଅରୂପ ପଟ୍ଟନାୟକଙ୍କ ସହ ବିଧାୟକ ଆଶାୟୀ ପ୍ରାର୍ଥୀ ପୁରୀରେ ମହାପ୍ରଭୁଙ୍କ ଆଶୀର୍ବାଦ ପାଇଁ ପହଞ୍ଚିଥିଲେ । ନିଜ ନିଜ ସମର୍ଥକଙ୍କ ସହ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିଥିଲେ ଆଶାୟୀ ପ୍ରାର୍ଥୀ । ମହାପ୍ରଭୁଙ୍କ ଆଶିଷ ନେବା ପରେ ପ୍ରଚାର ଆରମ୍ଭ ହେବ ବୋଲି ଜଣାପଡ଼ିଛି । କିଛି ଦିନ ତଳେ ନବୀନ ନିବାସରେ ପୁରୀ ସଂସଦୀୟ କ୍ଷେତ୍ରର ନେତାଙ୍କ ବୈଠକ ହୋଇଥିଲା । ଏହା ପରେ ପୁରୀ ସଂସଦୀୟ କ୍ଷେତ୍ରର ନେତାଙ୍କୁ ନେଇ ବୈଠକ କରିଥିଲେ ଅରୂପ ପଟ୍ଟନାୟକ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login