The Ultimate Managed Hosting Platform
ADVERTISEMENT

ବିଜେପି ଯିବେ ସିଦ୍ଧାନ୍ତ !

Facebook
Twitter
LinkedIn

ବିଜେପିରେ ଯୋଗ ଦେଇପାରନ୍ତି ସିଦ୍ଧାନ୍ତ ମହାପାତ୍ର । ଅଭିନେତା ତଥା ପୂର୍ବତନ ବିଜେଡି ସାଂସଦ ହେଉଛନ୍ତି ସିଦ୍ଧାନ୍ତ ମହାପାତ୍ର । ବିଜେପିରେ ମିଶିବା ନେଇ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା । ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା ବି ବିଜେପିରେ ଯୋଗ ଦେବା ସମ୍ଭାବନା । ଆଜି ସାଢେ ୨ଟାରେ ବିଜେପି ମୁଖ୍ୟାଳୟରେ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇପାରେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ପୋଲିସ SI ନିଯୁକ୍ତି କେଳେଙ୍କାରୀ ; ସାଇଣ୍ଟିଫିକ ଲ୍ୟାବ ଗଲା ଜବତ ୧୧୦ ମୋବାଇଲ

ପୋଲିସ SI ନିଯୁକ୍ତି କେଳେଙ୍କାରୀ ; ସାଇଣ୍ଟିଫିକ ଲ୍ୟାବ ଗଲା ଜବତ ୧୧୦ ମୋବାଇଲ

ଭୁବନେଶ୍ୱର : ପୋଲିସ ଏସଆଇ ନିଯୁକ୍ତି ପରୀକ୍ଷା କେଳେଙ୍କାରୀ ମାମଲାରେ ୧୧୦ ଆଶାୟୀଙ୍କ ଠାରୁ ଜବତ ହୋଇଥିବା ମୋବାଇଲ ଫୋନର ଫୋରେନସିକ ପରୀକ୍ଷା ପାଇଁ ପଠାଯାଇଛି। ଷ୍ଟେଟ୍...

Login