ନୂଆଦିଲ୍ଲୀ : କେଜ୍ରିୱାଲଙ୍କୁ ହାଇକୋର୍ଟରୁ ଆଶ୍ଵସ୍ତି। ଅରବିନ୍ଦ କେଜ୍ରିୱାଲ ମୁଖ୍ୟମନ୍ତ୍ରୀ ପଦ ବଜାୟ ରଖିବେ । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ହଟାଇବା ସମ୍ପର୍କିତ ଆବେଦନ ହାଇକୋର୍ଟରେ ଖାରଜ। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଦ୍ଵାରା ଗିରଫ ହେବା ପରେ କେଜ୍ରିୱାଲଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ହଟାଇବାକୁ ନେଇ ଦିଲ୍ଲୀ ହାଇକୋର୍ଟରେ ହୋଇଥିଲା ଆବେଦନ। ଏହି ଆବେଦନ ଉପରେ ଶୁଣାଣି କରି ମାମଲାକୁ ଖାରଜ କରି ଦେଇଛନ୍ତି ଦିଲ୍ଲୀ ହାଇକୋର୍ଟ। ମାମଲାରେ ନ୍ୟାୟିକ ହସ୍ତକ୍ଷେପ ଆବଶ୍ୟକ ନାହିଁ ବୋଲି କହିଛନ୍ତି ହାଇକୋର୍ଟ।
Views: 99











