The Ultimate Managed Hosting Platform
ADVERTISEMENT

ରାଜ୍ୟରେ କମୁଛି ଦୈନିକ ସଂକ୍ରମଣ; ଗତ୨୪ ଘଣ୍ଟାରେ ୧,୫୦୩ ଆକ୍ରାନ୍ତ ଚିହ୍ନଟ

Facebook
Twitter
LinkedIn

ଭୁବନେଶ୍ୱର: ରାଜ୍ୟରେ କମୁଛି ଦୈନିକ ସଂକ୍ରମଣ: ଗତ ୨୪ ଘଣ୍ଟାରେ ୧ହଜାର ୫୦୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ୮୭୩ ଜଣ ଚିହ୍ନଟ ହୋଇଥିବା ବେଳେ, ଲୋକାଲ କେସ୍‌ରେ ୬୩୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥି ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୩୨୯ ଜଣ ଆକ୍ରାନ୍ତ ରହିଛନ୍ତି ।

ଆକ୍ରନ୍ତାଙ୍କ ସଂଖ୍ୟାରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୩୩ ଜଣ ଚିହ୍ନଟ ହୋଇଥିବା ବେଳେ, ଅନୁଗୁଳରୁ ୫୧ ଜଣ,ବାଲେଶ୍ୱରରୁ ୩୦, ବରଗଡ଼ରୁ ୨୧, ଭଦ୍ରକରୁ ୨୦, ବଲାଙ୍ଗୀରରୁ ୩୩, ବୌଦ୍ଧରୁ ୧୦, କଟକରୁ ୮୩, ଦେଓଗଡ଼ରୁ ୨୫, ଢେଙ୍କାନାଳରୁ ୪୨, ଗଜପତିରୁ ୩୭, ଗଞ୍ଜାମରୁ ୨୬, ଜଗତସିଂହପୁରରୁ ୪୨, ଯାଜପୁରରୁ ୫୫, ଝାରସୁଗୁଡ଼ାରୁ ୧୭, କଳାହାଣ୍ଡିରୁ ୪୦, କନ୍ଧମାଳରୁ ୧୭, କେନ୍ଦ୍ରାପଡ଼ାରୁ ୧୯, କେନ୍ଦୁଝରରୁ ୩୬, କୋରାପୁଟରୁ ୦୨, ମାଲକାନଗିରିରୁ ୦୮, ମୟୁରଭଞ୍ଜରୁ ୧୦୮, ନବରଙ୍ଗପୁରରୁ ୧୯, ନୟାଗଡ଼ରୁ ୫୩, ନୂଆପଡ଼ାରୁ ୨୫, ପୁରୀରୁ ୫୪, ରାୟଗଡ଼ାରୁ ୩୧, ସମ୍ବଲପୁରରୁ ୨୬, ସୋନପୁରରୁ ୨୨, ସୁନ୍ଦରଗଡ଼ରୁ ୧୫୭ ଓ ଷ୍ଟେଟ ପୁଲରୁ ୬୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ସହିତ ରାଜ୍ୟରେ ୨୪ ଘଣ୍ଟାରେ ୩ ହଜାର ୬୨୧ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଦୁର୍ଘଟଣା ପରେ ଟ୍ରକ ସହ ଜଳିଗଲେ ୩ ଡ୍ରାଇଭର

ଜଳିଗଲା ୩ ମହଲା ଘର

ଖଲ୍ଲିକୋଟ :ଖଲ୍ଲିକୋଟ ନୂଆସାହିରେ ଜଳିଗଲା ୩ ମହଲା ଘର । ଘରେ ଚାର୍ଜକେ ବସିଥିବା ଇଭି ବ୍ୟାଟେରୀରୁ ପ୍ରଥମେ ଅଗ୍ନିକାଣ୍ଡ । ପରେ ଗ୍ୟାସ ସିଲିଣ୍ଡର ଫାଟିବାରୁ...

ADVERTISEMENT

Login