ନୂଆଦିଲ୍ଲୀ : ୯୦ ଟଙ୍କିଆ ସ୍ୱତନ୍ତ୍ର କଏନ ଜାରି କଲେ ପ୍ରଧାନମନ୍ତ୍ରୀ ମୋଦି । ଆରବିଆଇର ୯୦ ତମ ପ୍ରତିଷ୍ଠା ଦିବସରେ ୯୦ ଟଙ୍କିଆ କଏନ ଜାରି । ମୁମ୍ବାଇରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଜାରି କଲେ ମୋଦି । କାର୍ଯ୍ୟକ୍ରମରେ ଅର୍ଥମନ୍ତ୍ରୀ ଓ ଆରବିଆଇ ଗଭର୍ଣ୍ଣର ଉପସ୍ଥିତ ।
Views: 79

ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...