The Ultimate Managed Hosting Platform
ADVERTISEMENT

ମନୋରଞ୍ଜନ ପାଣିଗ୍ରାହୀ ଓଡ଼ିଶାର ପ୍ରଧାନ ମୁଖ୍ୟ ଆୟକର କମିଶନର

Facebook
Twitter
LinkedIn

ଭୁବନେଶ୍ୱର: ଭାରତୀୟ ରାଜସ୍ବ ସେବା (ଆଇଆରଏସ)ର ବରିଷ୍ଠ ଅଧିକାରୀ ମନୋରଞ୍ଜନ ପାଣିଗ୍ରାହୀ ଓଡ଼ିଶାର ପ୍ରଧାନ ମୁଖ୍ୟ ଆୟକର କମିଶନର ଭାବେ ଅତିରିକ୍ତ ଦାୟିତ୍ୱ ଗ୍ରହଣ କରିଛନ୍ତି। ସୋମବାର ନୂଆ ଦାୟିତ୍ୱ ଗ୍ରହଣ କରିବା ପରେ ଶ୍ରୀ ପାଣିଗ୍ରାହୀ ଏବେ ଓଡ଼ିଶା, ବିହାର ଓ ଝାଡ଼ଖଣ୍ଡରେ ଦାୟିତ୍ୱ ତୁଲାଇବେ। ୧୯୮୮ ମସିହାରୁ ଆଇଆରଏସର ସଦସ୍ୟ ଥିବା ମନୋରଞ୍ଜନ ପାଣିଗ୍ରାହୀ ପୂର୍ବରୁ ପଶ୍ଚିମବଙ୍ଗ ଓ ସିକ୍କିମରେ ଅତିରିକ୍ତ ଦାୟିତ୍ୱ ତୁଲାଇଥିଲେ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login