The Ultimate Managed Hosting Platform
ADVERTISEMENT

ବିଜେଡିରେ ଭୃଗୁ ବକ୍ସିପାତ୍ର

Facebook
Twitter
LinkedIn

ଭୁବନେଶ୍ୱର : ବିଜେଡିରେ ଯୋଗ ଦେଲେ ଭୃଗୁ ବକ୍ସିପାତ୍ର । ଶଙ୍ଖ ଭବନ ଆସି ଆନୁଷ୍ଠାନିକ ଭାବେ ସାମିଲ ହେଲେ । ମିଶ୍୍ରଣ ପର୍ବରେ ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ ଉପସ୍ଥିତ । ଆଜି ସକାଳେ ବିଜେପିରୁ ଇସ୍ତଫା ଦେଇଥିଲେ ଭୃଗୁ । ଆଜି ସକାଳେ ବିଜେପିରୁ ଇସ୍ତଫା ଦେଇଥିଲେ ଭୃଗୁ । ଗତଥର ବ୍ରହ୍ମପୁରରୁ ବିଜେପିର ସାଂସଦ ପ୍ରାର୍ଥୀ ଭାବେ ଲଢିଥିଲେ ଭୃଗୁ । କିନ୍ତୁ ଚଳିତଥର ବିଜେପି ତାଙ୍କୁ ଟିକେଟ ଦେଇନଥିଲା । ଏପରିକି ବ୍ରହ୍ମପୁର ବିଧାନସଭା ଆସନରୁ ମଧ୍ୟ ଭୃଗୁଙ୍କ ନାଁ ଘୋଷଣା ହୋଇନଥିଲା । ଯାହାକୁ ନେଇ ଭୃଗୁ ବେଶ ଅସନୁଷ୍ଟ ଥିଲେ ବୋଲି ଚର୍ଚ୍ଚା ହେଉଛି । ଯେଉଁଥିପାଇଁ ଆଜି ସକାଳେ ବିଜେପିରୁ ଇସ୍ତଫା ଦେଇଥିଲେ ଭୃଗୁ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login