The Ultimate Managed Hosting Platform
ADVERTISEMENT

ତାତିରୁ ମିଳିବ ତ୍ରାହି, କାଳବୈଶାଖୀ ବର୍ଷା ଆଣିବ ଆଶ୍ୱସ୍ତି

Facebook
Twitter
LinkedIn

ଭୁବନେଶ୍ବର: କାଳବୈଶାଖୀ ବର୍ଷା ଆଣିବ ଆଶ୍ୱସ୍ତି। ତାତିରୁ ମିଳିବ ତ୍ରାହି। ଆସନ୍ତା ୨୪ ଘଣ୍ଟା ବଳବତ୍ତର ରହିବ ହିଟୱେଭ। ଏହାପରେ ରାଜ୍ୟବାସୀଙ୍କୁ ତାତିରୁ ନିସ୍ତାର ମିଳିବ। ଫଳରେ ଦିନର ତାପମାତ୍ରା ୨ ରୁ ୪ ଡିଗ୍ରୀ ହ୍ରାସ ପାଇବ। ଏହି ସମୟରେ ବିଶେଷ ଗରମ ଅନୁଭୂତ ହେବ ନାହିଁ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି। ଆସନ୍ତାକାଲି କିଛି ଜିଲ୍ଲାରେ କୁଆପଥର ବର୍ଷା ନେଇ ଆରେଞ୍ଜ୍ ଆଲର୍ଟ ଜାରି କରାଯାଇଛି। ଅନୁଗୁଳ, ଢେ଼ଙ୍କାନାଳ, କେନ୍ଦୁଝର, ଯାଜପୁର, କଟକରେ କୁଆପଥର ପାଇଁ ଆରେଞ୍ଜ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login