ନୂଆଦିଲ୍ଲୀ: ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାରଙ୍କ ସୁରକ୍ଷା ବଳୟକୁ ବୃଦ୍ଧି କରାଯାଇଛି। ତାଙ୍କୁ Z ସୁରକ୍ଷା ପ୍ରଦାନ କରାଯାଇଥିବା କେନ୍ଦ୍ର ଗୃହ ମନ୍ତ୍ରଣାଳୟ ସୂତ୍ରରୁ ପ୍ରକାଶ ପାଇଛି।ଇଣ୍ଟେଲିଜେନ୍ସ ବ୍ୟୁରୋ ରିପୋର୍ଟକୁ ଆଧାର କରି ମୁଖ୍ୟ ନିର୍ବାଚନ କମିଶନରଙ୍କ ପାଇଁ Z ବର୍ଗର ସୁରକ୍ଷା ଦିଆଯଇଛି। ରାଜୀବ କୁମାରଙ୍କୁ ସୁରକ୍ଷା ଦେବା ପାଇଁ ସିଆରପିଏଫ କମାଣ୍ଡୋ ସମେତ ମୋଟ ୩୩ ଜଣ ସୁରକ୍ଷାକର୍ମୀଙ୍କୁ ଦାୟିତ୍ୱ ଦିଆଯାଇଛି।
Views: 73