The Ultimate Managed Hosting Platform
ADVERTISEMENT

ଯାଜପୁର ବସ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୩ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା

Facebook
Twitter
LinkedIn

ଭୁବନେଶ୍ୱର : ଯାଜପୁର ସଡକ ଦୁର୍ଘଟଣା । ମୃତକଙ୍କ ପରିବାରକୁ ୩ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା । ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୁଃଖ ପ୍ରକାଶ। ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତକଙ୍କ ପରିବାର ବର୍ଗଙ୍କ ପାଇଁ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହା ସହିତ ଆହତ ବ୍ୟକ୍ତିମାନଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login