The Ultimate Managed Hosting Platform
ADVERTISEMENT

ଓଡିଶାରେ ଆଜିଠୁ ନାମାଙ୍କନ

Facebook
Twitter
LinkedIn

ଭୁବନେଶ୍ୱର : ଆଜିଠୁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ । ଆସନ୍ତା ମେ’ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ୟ୍ୟାୟରେ ମତଦାନ ହେବ। ଏହି ପର୍ୟ୍ୟାୟରେ ମୋଟ ୪ଟି ଲୋକସଭା ଏବଂ ୨୮ଟି ବିଧାନସଭା ଆସନରେ ମତଦାନ ହେବାକୁ ଥିବା ବେଳେ ଆଜିଠୁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି। ବିଶେଷକରି ପ୍ରଥମ ପର୍ୟ୍ୟାୟ ମତଦାନକୁ ନେଇ ଦକ୍ଷିଣ ଓଡ଼ିଶା ରାଜନୀତି ବେଶ୍ ସରଗରମ ହୋଇଉଠିଛି। ଏହି ପର୍ୟ୍ୟାୟରେ ସମସ୍ତ ୪ ଲୋକସଭା ଆସନ ସହ ପ୍ରାୟ ୭ ରୁ ୮ ବିଧାନସଭା ଆସନ ବେଶ୍ ଚର୍ଚ୍ଚାରେ ରହିଛି। ଏଠାରେ ଘମାଘୋଟ ଲଢ଼େଇ ଦେଖିବାକୁ ମିଳିପାରେ ବୋଲି ରାଜନୈତିକ ବିଶାରଦମାନେ ଆକଳନ କରୁଛନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login