ଭୁବନେଶ୍ୱର : ଆକାଶରୁ ବର୍ଷୁଛି ନିଆଁ । ପ୍ରବଳ ଗ୍ରୀଷ୍ମ ପ୍ରବାହରେ ଆଉଟୁ ପାଉଟୁ ସାରା ରାଜ୍ୟ । ଗତବର୍ଷର ରେକର୍ଡ ଭାଙ୍ଗିଛି ତାତି । ଆସନ୍ତା ମେ ୨ ତାରିଖ ପର୍ୟ୍ୟନ୍ତ ଗ୍ରୀଷ୍ମ ପ୍ରବାହ ଜାରି ରହିବ ବୋଲି କହିଛି ପାଣିପାଗ ବିଭାଗ । ଆସନ୍ତା ୨୪ ଘଣ୍ଟା ପର୍ୟ୍ୟନ୍ତ ସିଭିୟର ହିଟ୍ଓ୍ବେଭ୍ ପାଇଁ ୨୩ ଜିଲ୍ଲାକୁ ସତର୍କ କରାଯାଇଛି । ତେବେ ୨୧ ଏବଂ ୨୨ ତାରିଖ ବେଳକ ସାମୟିକ ଆଶ୍ବସ୍ତି ଆଣିପାରେ କାଳବୈଶାଖୀ ବର୍ଷା । ୨୬ ରୁ ମେ ଦୁଇ ଯାଏଁ ପୁଣି ନିଆଁ ବର୍ଷା ।
Views: 61