The Ultimate Managed Hosting Platform
ADVERTISEMENT

ପୂର୍ବତନ ସରପଞ୍ଚଙ୍କୁ ୧ ବର୍ଷ ଜେଲ ଦଣ୍ଡ

Facebook
Twitter
LinkedIn

ଭୁବନେଶ୍ବର : ଲାଞ୍ଚ ମାମଲାରେ ପୂର୍ବତନ ସରପଞ୍ଚଙ୍କୁ ଏକ ବର୍ଷ ସଶ୍ରମ କାରାଦଣ୍ଡାଦେଶ ସହ ଜରିମାନା କରାଯାଇଛି। କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଆଦ୍ରି ପଞ୍ଚାୟତର ପୂର୍ବତନ ସରପଞ୍ଚ ଫୁଲମତି ମାଝୀଙ୍କୁ ଭବାନୀପାଟଣା ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ କରି ଦଣ୍ଡାଦେଶ ଦେଇଛନ୍ତି। ପୂର୍ବତନ ସରପଞ୍ଚଙ୍କୁ ଏକ ବର୍ଷ ସଶ୍ରମ କାରାଦଣ୍ଡାଦେଶ ସହ ୧ ହଜାର ଟଙ୍କା ଜୋରିମାନା ଦେବାକୁ ଆଦେଶ ଦେଇଛନ୍ତି ସ୍ୱତନ୍ତ୍ର କୋର୍ଟ ବିଚାରପତି। ଜୋରିମାନା ଅନାଦେୟ ଆଉ ଦୁଇମାସ ଜେଲରେ ରହିବାକୁ ପଡ଼ିବ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login